ପାନ ମସଲା ପ୍ରତିବନ୍ଧକ ଉପରେ H&FWର ବଡ଼ ବୟାନ, ବ୍ୟାନ ହେବନି ପାନ ମସଲା!

ଭୁବନେଶ୍ବର,୩୦।୧: ଓଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ ଉପରେ ପ୍ରତିବନ୍ଧକ ଲଗାଇଥିଲେ । ଏହାରି ଭିତରେ ଶୁକ୍ରବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ପଷ୍ଟ କରିଛି ଯେ, ଯେଉଁ ପାନ ମସଲାରେ ତମାଖୁ କିମ୍ବା ନିକୋଟିନ୍ ନାହିଁ, ତାହା ଗତ ୨୧ ତାରିଖର ବିଜ୍ଞପ୍ତି ସଂଖ୍ୟା ୨୦୬୫ ଅନୁଯାୟୀ ଲାଗୁ କରାଯାଇଥିବା ନିଷେଧାଦେଶ ଅଧୀନରେ ଆସୁନାହିଁ । CT&GST ଏବଂ ଅର୍ଥ ବିଭାଗକୁ ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି ।

ଏହାର ଅର୍ଥ ହେଉଛି, ସରକାରଙ୍କ ଦ୍ୱାରା ନିକଟରେ ଜାରି ହୋଇଥିବା ପ୍ରତିବନ୍ଧକ କେବଳ ତମାଖୁ ବା ନିକୋଟିନ୍ ମିଶ୍ରିତ ପାନ ମସଲା ପାଇଁ ଲାଗୁ ହେବ । ସାଧାରଣ (ତମାଖୁ ବିହୀନ) ପାନ ମସଲା ଉପରେ ଏହି ନିଷେଧାଦେଶ ଲାଗୁ ହେବ ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

କଂଗ୍ରେସରୁ ୩ କ୍ରସ ଭୋଟିଂ: AICCକୁ ଜଣାଇ ଦିଆଯାଇଛି କହିଲେ ଭକ୍ତ

ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା

ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri