ହାଇଟେକ୍‌ ବ୍ରେସ୍‌ଲେଟ୍‌

ଆଜିକାଲି ଚିକିତ୍ସା ବିଜ୍ଞାନରେ ଦିନକୁ ଦିନ ନୂଆ ନୂଆ କଥା ଆବିଷ୍କାର ହେଉଛି। ସେହି ଅନୁସାରେ ରୋଗର ନିଦାନ ପ୍ରଣାଳୀ ମଧ୍ୟ ସହଜ ଏବଂ ସରଳ ହୋଇପାରୁଛି। ନିକଟରେ ଜର୍ମାନୀର ବୈଜ୍ଞାନିକମାନେ ଏକ ହାଇଟେକ୍‌ ବ୍ରେସ୍‌ଲେଟ୍‌ ତିଆରି କରିଛନ୍ତି। ଏହାଦ୍ୱାରା ବ୍ଲଡପ୍ରେସର, ରକ୍ତରେ ସୁଗାର ପରିମାଣକୁ ସହଜରେ ମାପିହେବ। ତା’ ସହ ଶରୀରର ତାପମାତ୍ରା (ଟେମ୍ପରେଚର) ବିଷୟରେ ମଧ୍ୟ ଜାଣିହେବ। ଏହାକୁ ବାହୁରେ ପିନ୍ଧିବା ପରେ ତାହା ଟଚ୍‌ ସ୍କ୍ରିନ୍‌ ପରି କାମ କରିଥାଏ। ପରୀକ୍ଷାମୂଳକ ଭାବରେ ବ୍ୟବହାର କରି ଏଥିରୁ ସଫଳତା ମିଳିଛି ବୋଲି ପ୍ରସ୍ତୁତକାରୀ ବୈଜ୍ଞାନିକମାନେ ରିପୋର୍ଟରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ କରିବାକୁ ଚିନ୍ତା କରୁଛନ୍ତି କି? ଜୀବନସାଥୀଙ୍କ ବିଷୟରେ ଜାଣିନିଅନ୍ତୁ ଏହି ୫ କଥା, ନଚେତ…

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା...

ଶୀତଦିନେ ଗରମପାଣିରେ ଗାଧୋଉଥିଲେ ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ

ବର୍ତ୍ତମାନ ଚାରିଆଡ଼େ ଶୀତର ଲହରି। ଏଥିରୁ ରକ୍ଷା ପାଇବା ପାଇଁ କିଛି ଲୋକଙ୍କର ଗରମପାଣିରେ ଗାଧୋଇବାର ଅଭ୍ୟାସ ଥାଏ। ମାତ୍ର ଗରମପାଣିରେ ଗାଧୋଇଲେ ସ୍ବାସ୍ଥ୍ୟ ପ୍ରତି...

ଶୋଇବା ଘରେ ରଖୁଛନ୍ତି କି ବହି

ଜୀବନରେ ଜ୍ଞାନ ଏପରି ଏକ ଜିନିଷ ଯାହା କେବେ ଶେଷ ହୋଇପାରିବ ନାହିଁ। ଯାହାକୁ କେହି ନେଇପାରିବେ ନାହିଁ। ବା ଯାହା ବାଣ୍ଟିଲେ ବଢ଼େ। ଏହି...

ଗ୍ୟାଷ୍ଟ୍ରିକ୍‌ରୁ ଆରୋଗ୍ୟ ପାଇଁ ଔଷଧ ସେବନ କରୁଛନ୍ତି କି: ଦେଖାଦେଇପାରେ କିଡ୍‌ନୀ ସମସ୍ୟା

ପେଟର ବହୁ ପ୍ରକାରର ସମସ୍ୟା ଭିତରୁ ଗ୍ୟାସ୍‌ ସମସ୍ୟା ଅନ୍ୟତମ। ଆଜିକାଲି ଜୀବନଶୈଳୀ ଓ ଖାଦ୍ୟ ପାନୀୟ ଯୋଗୁ ପ୍ରାୟ ଲୋକଙ୍କର ଗ୍ୟାଷ୍ଟ୍ରିକ୍‌ ସମସ୍ୟା ଦେଖାଦେଇଥାଏ।...

ଜୀବନରେ ଖରାପ ସମୟ ଚାଲିଛି କି.. ଆପଣାନ୍ତୁ ଚାଣକ୍ୟଙ୍କ ଏହି ୫ ଉପାୟ; ହେବେ ସଫଳ

ଆଚାର୍ଯ୍ୟ ଚାଣକ୍ୟଙ୍କ ମତରେ ଖରାପ ସମୟ ଆସିଲେ ବ୍ୟକ୍ତିକୁ ପ୍ରଥମେ ନିଜର ଭୟକୁ ଦୂର କରିବାକୁ ପଡିବ। କାରଣ ଭୟ ଆମକୁ ଦୁର୍ବଳ କରିଦିଏ ଏବଂ...

ଅମୃତଭଣ୍ଡା ଖାଉଥିଲେ…

ଅମୃତଭଣ୍ଡାରେ ଭରି ରହିଛି ଅନେକ ଉପକାରୀ ଗୁଣ। ଏହା ପାଚନତନ୍ତ୍ରକୁ ସକ୍ରିୟ କରିବା ସହ ମେଦବହୁଳତା ସମସ୍ୟାରୁ ମୁକ୍ତି ଦେଇଥାଏ। ଏଥିରେ କ୍ୟାଲୋରିର ମାତ୍ରା ମଧ୍ୟ...

ଗର୍ଭାବସ୍ଥାରେ ପିଉଛନ୍ତି କି ମୃଦୁପାନୀୟ? ପଡ଼ିପାରନ୍ତି ଏହି ସମସ୍ୟାରେ

ଗର୍ଭାବସ୍ଥାରେ ମହିଳାମାନେ ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍‌। କାରଣ ସେମାନେ ଖାଉଥିବା ଖାଦ୍ୟର ପ୍ରଭାବ ପେଟରେ ବଢ଼ୁଥିବା ଶିଶୁ ଉପରେ ପଡ଼ିବ। ଅନେକ...

ଚୋପା ସହ ଚୋବାଇ ଖାଆନ୍ତୁ ଫାଳେ ସେଓ…

ପ୍ରତିଦିନ ଫାଳେ ସେଓକୁ ଚୋପା ସହ ଚୋବାଇ ଖାଇଲେ ଅନେକ ଉପକାର ମିଳିଥାଏ। ସେଓରେ ଭିଟାମିନ୍‌ ଏ, ଭିଟାମିନ୍‌ ସି’, ପୋଟାସିୟମ୍‌, ଫାଇବର ଓ କାର୍ବୋହାଇଡ୍ରେଟ୍‌ସ...

Advertisement
Archives

Model This Week