କୃଷକ ଆନ୍ଦୋଳନ: ହରିୟାଣାରେ ହାଇ ଆଲର୍ଟ

ଚଣ୍ଡିଗଡ,୨୬ା୧- ସାଧାରଣତନ୍ତ୍ର ଦିବସ ଅବସରରେ କୃଷକଙ୍କ ଟ୍ରାକ୍ଟର ପରେଡ୍‌ ବେଳେ ଦିଲ୍ଲୀରେ ଘଟିଥିବା ହିଂସାକୁ ନେଇ ପଡୋଶୀ ହରିୟାଣାରେ ହାଇ ଆଲର୍ଟ ଜାରି କରାଯାଇଛି। ହରିୟାଣା ଡିଜିପି ମନୋଜ ଯାଦବ ରାଜ୍ୟର ସମସ୍ତ ଜିଲାରେ ହାଇ ଆଲର୍ଟ ଜାରି କରିଛନ୍ତି। ଏଥିସହିତ ପ୍ରତ୍ୟେକ ଜିଲା ପୋଲିସ ଅଧିକାରୀଙ୍କୁ ଅତ୍ୟନ୍ତ ସଜାଗ ରହିବାକୁ କହିଛି ହରିୟାଣା ପୋଲିସ।

ଉଲ୍ଲେଖ ଥାଉ କି, ଟ୍ରାକ୍ଟର ରାଲି ଭାଗ ନେଇଥିବା କିଛି କୃଷକ ଆନ୍ଦୋଳନସ୍ଥଳକୁ ଫେରୁଥିବାବେଳେ ଦିଲ୍ଲୀର ବିଭିନ୍ନ ସ୍ଥାନରେ ଆହୁରି କୃଷକ ରହିଥିବା ଦିଲ୍ଲୀ ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଣ୍ଡରୱାର୍ଲଡ ସହ ରହିଛି ନୱାବ ମଲିକଙ୍କ ସିଧା ସମ୍ପର୍କ: ଫଡନବିଶ

ମୁମ୍ବାଇ,୯ ।୧୧: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଏନ୍‌ସିପି ନେତା ନୱାବ ମଲିକଙ୍କ ଉପରେ କିଛି ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଆଣିଛନ୍ତି । ମଙ୍ଗଳବାର ଏକ...

ଅନାଥ ପିଲାଙ୍କ ପାଇଁ ୫ ଲକ୍ଷର ସ୍ବାସ୍ଥ୍ୟ ବୀମା…

ନୂଆଦିଲ୍ଲୀ,୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ନିଜର ମାତାପିତାଙ୍କୁ ହରାଇ ଥିବା ଅନାଥ ପିଲାଙ୍କ ପାଇଁ ପ୍ରଧାନମନ୍ତଦ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ...

ଗୁଣସୂତ୍ର ଶୁଦ୍ଧତା ଯାଞ୍ଚ କରାଇବ କେନ୍ଦ୍ର

ନୂଆଦିଲ୍ଲୀ,୩ା୬:ଭାରତ ସରକାର ଦେଶବାସୀଙ୍କ ‘ଜାତିଗତ ଶୁଦ୍ଧତା’ ଉପରେ ଯାଞ୍ଚ ପାଇଁ ଡିଏନ୍‌ଏ ପରୀକ୍ଷା କରାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ପ୍ରାଥମିକ ପର୍ଯ୍ୟାୟରେ...

ଆସନ ବଞ୍ଚାଇ ପାରିଲେ ନାହିଁ ଦୁଇ ଥର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୦।୩: ପୂର୍ବତନ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପଟିଆଲା ଅର୍ବାନରେ ପରାସ୍ତ ହୋଇଛନ୍ତି। ଦୁଇ ଥର ମୁଖ୍ୟମନ୍ତ୍ରୀଙ୍କୁ ଆମ ଆଦମି ପାର୍ଟି (ଏଏପି) ପ୍ରାର୍ଥୀ ଅଜିତ...

ପୁରୀ ରଥଯାତ୍ରା କଥା କହିଲେ ମୋଦି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ରେ ଓଡ଼ିଶାର ପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ସମ୍ପର୍କରେ କହିଛନ୍ତି।...

ସାମ୍ବିଧାନିକ ବ୍ୟବସ୍ଥାକୁ ସୁଦୃଢ଼ କରିଥାଏ ନ୍ୟାୟପାଳିକା: ମୋଦି

ନୂଆଦିଲ୍ଲୀ, ୬।୨: ସାମ୍ବିଧାନିକ ବ୍ୟବସ୍ଥାକୁ ସୁରକ୍ଷା ଯୋଗାଇ ଦେବା ଏବଂ ସୁଦୃଢ଼ କରିବା କ୍ଷେତ୍ରରେ ନ୍ୟାୟପାଳିକା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହା ଦ୍ୱାରା ନାଗରିକ...

ମୁଁ ଇଡିକୁ ଭୟ କରିନାହିଁ, ୫୫ ଘଣ୍ଟା କାହିଁକି ୫ବର୍ଷ ବି କରିପାରନ୍ତି ଜେରା: ରାହୁଲ

ନୂଆଦିଲ୍ଲୀ,୪ ।୯: ଦେଶର ଦରଦାମ ବୃଦ୍ଧିକୁ ନେଇ କଂଗ୍ରେସର ହଲ୍ଲାବୋଲ ରାଲିରେ ରାହୁଲ ଗାନ୍ଧୀ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଉପରେ ଖୁବ୍ ବର୍ଷିଛନ୍ତି ।...

ବିଗ୍‌-ବିଙ୍କ ଟୁଇଟର୍‌ ଆକାଉଣ୍ଟ ହ୍ୟାକ୍‌: ଲାଗିଲା ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଫଟୋ

ମୁମ୍ବାଇ,୧୧।୬: ବଲିଉଡ ସୁପରଷ୍ଟାର୍‌ ଅମିତାଭ ବଚ୍ଚନଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍‌ ହୋଇଯାଇଛି। ବିଗ୍‌ ବିଙ୍କ ଟୁଇଟର ପ୍ରୋଫାଇଲ୍‌ ଫଟୋ ହଟାଇ ଦିଆଯାଇ ତାଙ୍କ ସ୍ଥାନରେ ପାକିସ୍ତାନ...

Advertisement
Archives

Model This Week