POKରେ ହାଇ ଆଲର୍ଟ: ସ୍କାନରରେ ଓଡ଼ିଶାର ୭ଜିଲା, କିଛି ବି ହୋଇପାରେ…

ଭୁବନେଶ୍ୱର, ୨।୫: ଭାରତ-ପାକ ଯୁଦ୍ଧ ଆଶଙ୍କା ବୁଛି । ଯେକୌଣସି ପରିସ୍ଥିତିରେ କିଛି ବି ହୋଇପାରେ । ଏହାରି ଭିତରେ ଓ ୭ଟି ସମ୍ବେଦନଶୀଳ ଅଞ୍ଚଳକୁ ଚିହ୍ନଟ କରିଛି ଗୁଇନ୍ଦା ବିଭାଗ । ଶତ୍ରୁର ନଜର ଏସବୁ ଅଞ୍ଚଳ ଉପରେ ପଡିଥିବା କୁହାଯାଇଛି । ଫଳରେ ଏସବୁ ଅଞ୍ଚଳର ସୁରକ୍ଷା ବ୍ୟବସ୍ଥାକୁ ହଠାତ ବାଇ ଦିଆଯାଇଛି ।

High Alert In Odisha ଓଡ଼ିଶା ସୀମାନ୍ତ ଅଞ୍ଚଳରେ ଅନୁପ୍ରବେଶ ଆଶଙ୍କା ଯୋଗୁଁ ରାଜ୍ୟ ସରକାର ଓ ପୋଲିସ ହାଇ ଆଲର୍ଟ ଜାରି କରିଛନ୍ତି। ରାଜ୍ୟର ୭ଟି ସମ୍ବେଦନଶୀଳ ଅଞ୍ଚଳକୁ ଚିହ୍ନଟ କରାଯାଇ ସେଠାରେ କଡ଼ା ନିରୀକ୍ଷଣ ଜାରି ରଖାଯାଇଛି। ଓଡ଼ିଶା ସୀମାସ୍ଥ ଜଳପଥ ସମେତ ଅନ୍ୟ ସୀମାନ୍ତ ଅଞ୍ଚଳରେ ଅନୁପ୍ରବେଶକାରୀଙ୍କୁ ରୋକିବା ପାଇଁ ପୋଲିସ ଓ ଅନ୍ୟାନ୍ୟ ସୁରକ୍ଷା ବାହିନୀ କଡ଼ା ଚେକିଂ ଆରମ୍ଭ କରିଛନ୍ତି।

High Alert In Odisha ସୂଚନା ଅନୁସାରେ, ପୁରୀ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଜଗତସିଂହପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲାର କେତେକ ଅଞ୍ଚଳକୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଛି। ଏହି ଅଞ୍ଚଳଗଡିକୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡି କରାଯାଇଛି। ସୀମାନ୍ତ ଅଞ୍ଚଳରେ ଥିବା ଜଳପଥ ଓ ସ୍ଥଳପଥରେ ସନ୍ଦିଗ୍ଧ ଗତିବିଧି ଉପରେ ନଜର ରଖାଯାଉଛି। ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟ ସୁରକ୍ଷା ବାହିନୀ ପେଟ୍ରୋଲିଂ ବୃଦ୍ଧି କରିଛି।

High Alert In Odisha ଏହି ଉତ୍ତେଜନାର ମୁଖ୍ୟ କାରଣ ହେଉଛି ଆନ୍ତର୍ଜାତୀୟ ସ୍ତରରେ ଯୁଦ୍ଧ ଆଶଙ୍କା ଏବଂ ଅନୁପ୍ରବେଶର ସମ୍ଭାବନା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସିଙ୍କ ସହ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ପୋଲିସ ଅଧିକାରୀମାନେ ଜଣାଇଛନ୍ତି ଯେ, ସମ୍ବେଦନଶୀଳ ଅଞ୍ଚଳରେ ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି।

High Alert In Odisha ଏହା ପୂର୍ବରୁ ମଧ୍ୟ ଓ ସୀମାନ୍ତ ଅଞ୍ଚଳରେ ଅନୁପ୍ରବେଶ ଆଶଙ୍କା ଦେଖାଦେଇଥିଲା। ୨୦୨୩ରେ ଭୁବନେଶ୍ୱରର ଏକ ହୋଟେଲରୁ ଚାରି ଜଣ ସନ୍ଦିଗ୍ଧ ବ୍ୟକ୍ତି ପରିଚୟ ପ୍ରମାଣ ନ ଦେଇ ପଳାଇଥିଲେ, ଯାହା ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଥିଲା। ସେହିପରି, ୨୦୧୩ରେ ରାଉରକେଲାରେ ପାଞ୍ଚ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଥିଲା। ଏହି ଘଟଣାଗୁ ରାଜ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଚ୍ୟାଲେଞ୍ଜକୁ ଆହୁରି ସ୍ପଷ୍ଟ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri