Posted inଜାତୀୟ

ସିଦ୍ଧୁଙ୍କ ସହ କଥାବାର୍ତ୍ତା ବନ୍ଦ କଲେ ହାଇକମାଣ୍ଡ, ନୂଆ ଅଧ୍ୟକ୍ଷ ଖୋଜା…

ଚଣ୍ଡିଗଡ଼,୨୯।୯: ପଞ୍ଜାବ କଂଗ୍ରେସରେ ସଙ୍କଟ ଜାରି ରହିଛି। ରାଜ୍ୟ ଅଧ୍ୟକ୍ଷ ପଦରୁ ନଭଜୋତ୍‌ ସିଂ ସିଦ୍ଧୁ ଇସ୍ତଫାଦେବା ପରେ ଏବେ ହାଇକମାଣ୍ଡ ତାଙ୍କ ସହିତ କଥାବାର୍ତ୍ତା ବନ୍ଦ କରି ଦେଇଛନ୍ତି। ହାଇକମାଣ୍ଡ ସିଦ୍ଧୁଙ୍କ ଆଚରଣ ନେଇ ଅସନ୍ତୁଷ୍ଟ ହୋଇଛନ୍ତି। ସିଦ୍ଧୁଙ୍କୁ ମନାଇବା ପାଇଁ ହାଇକମାଣ୍ଡ ଚାହୁଁ ନ ଥିବା ଚର୍ଚ୍ଚା ହେଉଛି। ଏବେ ନୂଆ ଅଧ୍ୟକ୍ଷ ପାଇଁ ବିଚାର ବିମର୍ଷ ଜାରି ରହିଛି।

ରାଜ୍ୟ ଅଧ୍ୟକ୍ଷ ଦୌଡ଼ରେ ଆଗରେ ରବନୀତ୍‌ ସିଂ ବିଟ୍ଟୁ ରହିଛନ୍ତି। ହାଇକମାଣ୍ଡ ସିଦ୍ଧୁ ବିରୋଧ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଯାଉଥିବା ନେଇ ଆଲୋଚନା ମଧ୍ୟ ହେଉଛି। ତେବେ ବର୍ତ୍ତମାନ ସୁଦ୍ଧା ସିଦ୍ଧୁ ଇସ୍ତଫା ଗ୍ରହଣ କରାଯାଇ ନାହିଁ।

ଇତିମଧ୍ୟରେ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି ଜରୁରୀ କ୍ୟାବିନେଟ୍‌ ବୈଠକ ଡକାଇଛନ୍ତି। ବୈଠକରେ ଯୋଗଦେବାକୁ ସମସ୍ତଙ୍କୁ କଡ଼ା ନିର୍ଦ୍ଦେଶ ଜାରି ହୋଇଛି। ଏହାର ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri