Posted inଜାତୀୟ

ଦିବାଲୋକରେ ହାଇକୋର୍ଟ ଓକିଲ ଦମ୍ପତିଙ୍କୁ ନିର୍ମମ ହତ୍ୟା

ହାଇଦ୍ରାବାଦ୍‌, ୧୭।୨ : ତେଲାଙ୍ଗାନାର ପେଡାପଲ୍ଲି ଜିଲାର କାମାନପୁରଠାରେ ସ୍ପଷ୍ଟ ଦିବାଲୋକରେ ଖେଳିଯାଇଛି ଆତଙ୍କ। ତେଲାଙ୍ଗାନା ହାଇକୋର୍ଟ ଓକିଲ ଗାଟୁ ବମନ ରାଓ ଏବଂ ତାଙ୍କ ପତ୍ନୀ ନାଗମଣିଙ୍କୁ କିଛି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏହି ଓକିଲ ଦମ୍ପତି ମନ୍ଥାନି କୋର୍ଟରେ କାମ ସାରି ହାଇଦ୍ରାବାଦ୍‌ ଫେରୁଥିଲେ। ଅପରାହ୍ନରେ ସେମାନଙ୍କ କାର କାଲାଭାଚର୍ଲା ପେଟ୍ରୋଲ ପମ୍ପ ନିକଟରେ ପହଞ୍ଚିବା ପରେ କିଛି ଦୁର୍ବୃତ୍ତ ଛୁରୀ ଓ ଧାରୁଆ ଅସ୍ତ୍ର ସହ ଆକ୍ରମଣ କରିବା ପରେ ଖସି ପଳାଇଥିଲେ।

ଦେଖଣାହାରୀମାନେ ୧୦୮ ଆମ୍ବୁଲାନ୍ସ ଯୋଗେ ଗୁରୁତର ଦମ୍ପତିକୁ ମେଡିକାଲରେ ଭର୍ତ୍ତି କରାଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ପୂର୍ବରୁ ଓକିଲ ଜଣଙ୍କ ଆକ୍ରମଣ ପଛରେ ଟିଆରଏସ୍‌ ମଣ୍ଡଲ ନେତା କୁନ୍ତା ଶ୍ରୀନିବାସଙ୍କ ନାମ ଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତ ମାମଲା: ପୋଷ୍ଟମାର୍ଟମ ରିପୋର୍ଟକୁ ନେଇ ସନ୍ଦେହ ପ୍ରକାଶ କଲା ସିବିଆଇ

ମୁମ୍ବାଇ,୨୨।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଘଟଣାରେ ସିବିଆଇ ଜୋରସୋରରେ ତଦନ୍ତ ଚଳାଇଛି। ଶୁକ୍ରବାର ସୁଶାନ୍ତଙ୍କ ରୋଷେୟାଙ୍କୁ ସିବିଆଇ ୫ଘଣ୍ଟା ଧରି ଜେରା କରିଥିଲା।...

ନିକଟରେ ଲକ୍‌ଡାଉନ ପାଇଁ ନାହିଁ କୌଣସି ଯୋଜନା: କେଜରିଓ୍ବାଲ

ନୂଆଦିଲ୍ଲୀ,୧୫।୬: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏହାକୁ ନେଇ ଅନେକ କଥା ଶୁଣିବାକୁ ମିଳୁଛି। ଅନୁମାନ କରାଯାଉଥିଲା କି...

୨୫ ପ୍ରତିଶତ କାର୍ଯ୍ୟ କରୁଛି ଲାଲୁ ପ୍ରସାଦ ଯାଦବଙ୍କ କିଡ୍‌ନୀ

ରାଞ୍ଚି, ୧୨।୧୨- ଜେଲ ଦଣ୍ଡାଦେଶ ଭୋଗୁଥିବା ଲାଲୁ ପ୍ରସାଦ ଯାଦବଙ୍କ ସ୍ବସ୍ଥ୍ୟବସ୍ଥା ଧିରେ ଧିରେ ଖରାପ ଆଡ଼କୁ ଗତି କରୁଛି। ମାତ୍ର ୨୫ ପ୍ରତିଶତ କାର୍ଯ୍ୟ...

ବାଣ ନେଲା ଭାଜପା ଏମ୍‌ପିଙ୍କ ନାତୁଣୀ ଜୀବନ

ପ୍ରୟାଗରାଜ,୧୭।୧୧: ଉତ୍ତରପ୍ରଦେଶର ପ୍ରୟାଗରାଜ ଲୋକସଭା ଆସନରୁ ଭାଜପା ଏମ୍‌ପି ରୀତା ବହୁଗୁଣା ଯୋଶୀଙ୍କ ଘରେ ଏକ ଅଭାବନୀୟ ଘଟଣା ଘଟିଛି। ଦୀପାବଳି ଦିନ ରାତିରେ ରୀତାଙ୍କ...

କେଜ୍ରିଓ୍ବାଲଙ୍କ ଘର ଉପରେ ଆକ୍ରମଣ

ନୂଆଦିଲ୍ଲୀ,୩୦।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘର ଉପରେ ଆକ୍ରମଣ ହୋଇଛି। କିଛି ଦୁର୍ବୃତ୍ତ ତାଙ୍କ ଘର ଉପରେ ଆକ୍ରମଣ କରିଥିବା ଜଣାପଡ଼ିଛି। ଏନେଇ ଦିଲ୍ଲୀ...

ବଢୁଛି ସ୍ମାର୍ଟଫୋନ୍‌ ବ୍ୟବହାର: ବର୍ଷକୁ ୭୫ ଦିନ ନଷ୍ଟ କରୁଛନ୍ତି ଭାରତୀୟ

ନୂଆଦିଲ୍ଲୀ: ଦିନକୁ ଘଣ୍ଟା ଘଣ୍ଟା କାଳ ମୋବାଇଲ୍‌ ଫୋନ୍‌ ବ୍ୟବହାର ଶରୀରକୁ କ୍ଷତି ପହଞ୍ଚାଉଛି। ଯଦି ଏପରି ଅଭ୍ୟାସ ଜାରି ରୁହେ ତା’ହେଲେ ଆଗାମୀ ଦିନରେ...

‘ଆତଙ୍କବାଦୀଙ୍କ ଅଣ୍ଟା ଭାଙ୍ଗିବା ଜରୁରୀ’

ଶ୍ରୀନଗର,୧୮।୧୦: କଶ୍ମୀରରେ ଚାଲିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ମେଘାଳୟର ରାଜ୍ୟପାଳ ସତ୍ୟ ପାଲ ମଲିକ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ମୁଁ...

ନାନ୍‌କାନା ସାହିବ୍‌ ଗୁରୁଦ୍ୱାର ଆକ୍ରମଣ ଘଟଣା: ପାକିସ୍ତାନ ବିରୋଧରେ ବିକ୍ଷୋଭ

ନୂଆଦିଲ୍ଲୀ/ଚଣ୍ଡିଗଡ଼,୫।୧(ପି.ଟି.):ପାକିସ୍ତାନର ନାନ୍‌କାନା ସାହିବସ୍ଥିତ ଗୁରୁଦ୍ୱାର ଉପରେ ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣ ଘଟଣାକୁ ବିରୋଧ କରି ଦିଲ୍ଲୀ ସମେତ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାଜପା...

Advertisement
Archives

Model This Week