Posted inଜାତୀୟ

୩୩ ସପ୍ତାହରେ ଗର୍ଭପାତକୁ ହାଇକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୭।୧୨(ପି.ଟି.): ଭ୍ରୂଣର ମସ୍ତିଷ୍କରେ ଅସ୍ବାଭାବିକତା ଥିବାରୁ ଜଣେ ୨୬ ବର୍ଷୀୟା ମହିଳା ଗର୍ଭପାତ କରିବା ଲାଗି ଦିଲ୍ଲୀ ହାଇକୋର୍ଟଙ୍କ ଅନୁମତି ଲୋଡ଼ିଥିଲେ। ଭ୍ରୂଣରେ ସମସ୍ୟା ଯୋଗୁ ତାଙ୍କର ମାନସିକ ଏବଂ ସାମାଜିକ ସ୍ବାସ୍ଥ୍ୟ ତଥା ଶିଶୁର ସ୍ବାସ୍ଥ୍ୟକୁ ଚିନ୍ତା କରି ସେ ଗର୍ଭପାତ କରିବାକୁ ଚାହୁଁଥିବା ଅଦାଲତଙ୍କୁ ଜଣାଇଥିଲେ। ୩୩ ସପ୍ତାହର ଗର୍ଭବତୀ ଥିବା ସମ୍ପୃକ୍ତ ମହିଳାଙ୍କୁ ତୁରନ୍ତ ଗର୍ଭପାତ କରିବା ଲାଗି ଅଦାଲତ ଅନୁମତି ପ୍ରଦାନ କରିଛନ୍ତି। ସେ ନିଜ ଇଚ୍ଛାରେ ଏଲ୍‌ଏନ୍‌ଜେପି ହସ୍ପିଟାଲ କିମ୍ବା ଜିଟିବି ଓ ଅନ୍ୟ କୌଣସି ହସ୍ପିଟାଲରେ ଗର୍ଭପାତ କରାଇପାରିବେ ବୋଲି ଜଷ୍ଟିସ ପ୍ରତିଭା ସିଂଙ୍କ ଜଣିକିଆ ଖଣ୍ଡପୀଠ କହିଛନ୍ତି। ମାଆବାପାଙ୍କ ମାନସିକ ଦୁଶ୍ଚିନ୍ତା ଓ ସେମାନଙ୍କ ଆର୍ଥତ୍କ-ସାମାଜିକ ସ୍ଥିତିକୁ ହୃଦୟଙ୍ଗମ କରୁଛୁ ବୋଲି ବିଚାରପତି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର

ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?