Posted inଜାତୀୟ

ଟୁଇଟରକୁ ହାଇକୋର୍ଟଙ୍କ ଭର୍ସନା…

ନୂଆଦିଲ୍ଲୀ,୬।୭: ଟୁଇଟର ଏବଂ ସରକାରଙ୍କ ମଧ୍ୟରେ ବିବାଦ ଥମିବାର ନାଁ ଧରୁନି। ଏପରିସ୍ଥଳେ ଆବାସିକ ଅଭିଯୋଗ ଅଧିକାରୀ ନିଯୁକ୍ତ ନ କରିଥିବାରୁ ଦିଲ୍ଲୀ ହାଇକୋର୍ଟ ଟୁଇଟରକୁ ଭର୍ସନା କରିଛନ୍ତି। ଜୁନ୍‌ ୨୧ରେ ଆବାସିକ ଅଭିଯୋଗ ଅଧିକାରୀଙ୍କ କାର୍ଯ୍ୟକାଳ ଶେଷ ହେବାପରେ ସେହି ସ୍ଥାନରେ ନୂତନ ନିଯୁକ୍ତି ହୋଇ ନ ଥିବାରୁ ହାଇକୋର୍ଟ ଏଭଳି କରିଛନ୍ତି। ନୂଆ ଅଧିକାରୀଙ୍କ ଶୀଘ୍ର ନିଯୁକ୍ତି ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଭାରତୀୟ ଆଇନ ବ୍ୟବସ୍ଥାରେ ଏଥିଲାଗି ଅଧିକ ସମୟ ପ୍ରଦାନ କରାଯିବ ନାହିଁ ବୋଲି କୋର୍ଟ ରୋକଠୋକ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ଉଦ୍ଧବ ସରକାରଙ୍କ ଶାସନ ଆରମ୍ଭ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଠାକ୍‌ରେ ଶାସନ ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ ଏକ...

ସରକାରଙ୍କ ପଛଘୁଞ୍ଚା

ନୂଆଦିଲ୍ଲୀ, ୨୧।୧(ପି.ଟି.):ନୂଆ କୃଷି ଆଇନକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ କୃଷକଙ୍କ ଆନ୍ଦୋଳନ ୫୮ ଦିନରେ ପହଞ୍ଚିଥିବାବେଳେ ଏଥିରେ ବ୍ୟତିବ୍ୟସ୍ତ ହୋଇ ସରକାର ପଛଘୁଞ୍ଚା ଦେଇଛନ୍ତି। ଶେଷରେ...

କରୋନାର ‘ତୃତୀୟ ଲହର’କୁ ନେଇ ମନ୍ଥନ: ମୋଦିଙ୍କ ଉଚ୍ଚ ସ୍ତରୀୟ ବୈଠକ

ନୂଆଦିଲ୍ଲୀ,୯ ।୭: ସାରା ଦେଶରେ ଚିକିତ୍ସା ପାଇଁ ଉଦ୍ଦିଷ୍ଟ ଅମ୍ଳଜାନର ଯୋଗାଣ ଓ ଉପଲବ୍ଧତା ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ଉଚ୍ଚ...

ଆଉ କେତେ ଜଣ ଅନ୍ନଦାତାଙ୍କ ମୃତ୍ୟୁ ଦେଖିବେ କେନ୍ଦ୍ର ସରକାର: ରାହୁଲ

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ୧୭ ଦିନରେ ପହଞ୍ଚିଛି। ଇତିମଧ୍ୟରେ ୧୧ ଜଣ ଅନ୍ନଦାତାଙ୍କ ମୃତ୍ୟୁ ଘଟିଥିବା...

କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର, ନର୍ସଙ୍କୁ ମିଳିବ ଅଧିକ ଗୋଟିଏ ମାସର ଦରମା

ଚେନ୍ନାଇ,୨୪।୩: କରୋନା ଭାଇରସ ଏବେ ବିଶ୍ୱର ଚିନ୍ତାକୁ ବଢାଇ ଦେଇଥିବା ବେଳେ ଭାରତରେ ମଧ୍ୟ ଏହା ଲୋକଙ୍କୁ ଭୟଭୀତ କରାଇଛି। ଦିନକୁ ଦିନ ଦେଶରେ କରୋନା...

ମୁମ୍ବାଇ ଲୋକଲ୍‌ ଟ୍ରେନ୍‌ର ଏକ ଫଟୋ ଦେଖି ଭାବପ୍ରବଣ ହେଲେ ଆନନ୍ଦ ମହିନ୍ଦ୍ରା

ମୁମ୍ବାଇ,୩।୧: ଲକଡାଉନ୍‌ ପରେ ମୁମ୍ବାଇ ଲୋକାଲ ଟ୍ରେନ ଫେବୃଆରୀ ୧ ତାରିଖରୁ ପୁନଃଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନିୟମ ଅନୁଯାୟୀ କେବଳ...

୨୦ରେ ବିଏମ୍‌ଏସ୍‌ର ଦେଶବ୍ୟାପୀ ଆନ୍ଦୋଳନ

ନୂଆଦିଲ୍ଲୀ,୧୬ା୫: କରୋନା ଭାଇରସ୍‌ ଯୋଗୁ ଜାରି ଲକ୍‌ଡାଉନ୍‌ ଫଳରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ପରିପ୍ରେକ୍ଷୀରେ ୯ ରାଜ୍ୟ ସେମାନଙ୍କ ଶ୍ରମ ଆଇନରେ ସଂଶୋଧନ ଆଣିଛନ୍ତି। ଭାଜପାର...

କଶ୍ମୀରଠାରୁ କନ୍ୟା କୁମାରୀ ସବୁଠି ‘ଜନତା କର୍ଫ୍ୟୁ’: ଏପଟେ ସଂକ୍ରମିତଙ୍କ ସଂଖ୍ୟା ୩୪୧

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ଏବେ ଭାରତରେ ବି ତା’ର ଉପସ୍ଥିତିକୁ ସୁଦୃଢ କରିବାରେ ଲାଗିଛି। ଏହାକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର...

Advertisement
Archives

Model This Week