ଓଡ଼ିଶାରେ ପ୍ରତିଷ୍ଠା ହେବ ନାହିଁ କି ହାଇକୋର୍ଟ ବେଞ୍ଚ, କାହିଁକି ଏମିତି କହିଲେ….

ଭୁବନେଶ୍ୱର,୨।୯: ଓଡ଼ିଶାରେ ପ୍ରତିଷ୍ଠା ହୋଇ ନ ପାରେ ହାଇକୋର୍ଟ ବେଞ୍ଚ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଲିଖିତ ଉତ୍ତରରେ ଏହା ସ୍ପଷ୍ଟ କରିଛନ୍ତି । କହିଛନ୍ତି, ସୁପ୍ରିମକୋର୍ଟ ଦ୍ବାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ ଓ କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର କୌଣସି ଯଥାର୍ଥତା ନାହିଁ ।
ବଲାଙ୍ଗୀରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର ପ୍ରସ୍ତାବ ଅଛି କି ବୋଲି କଳିକେଶ ନାରାୟଣ ସିଂଦେଓ ପ୍ରଶ୍ନ କରିଥିଲେ । ଏ ନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଲିଖିତ ଉତ୍ତର ରଖିଛନ୍ତି । ବିଧାୟକ କଳିକେଶ ସିଂହଦେଓଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏ ବାବଦରେ କୌଣସି ପ୍ରସ୍ତାବ ନାହିଁ।

ବିଧାୟକଙ୍କ ପ୍ରଶ୍ନ କରିଥିଲେ, ବଲାଙ୍ଗିରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର ପ୍ରସ୍ତାବ ଅଛି କି ?

ମୁଖ୍ୟମନ୍ତ୍ରୀଙ୍କ ଉତ୍ତର ରଖି କହିଥିଲେ, ସୁପ୍ରିମକୋର୍ଟ ଦ୍ବାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ, ଓ କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର କୌଣସି ଯଥାର୍ଥତା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri