Posted inଜାତୀୟ

ଏଏପି ନେତା ସଞ୍ଜୟ ସିଂଙ୍କୁ ହାଇକୋର୍ଟରୁ ଝଟକା

ନୂଆଦିଲ୍ଲୀ,୨୦।୧୦: ମଦ ଦୁର୍ନୀତି ମାମଲାରେ ରିମାଣ୍ଡ ଏବଂ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଆମ ଆଦମୀ ପାର୍ଟି(ଏଏପି)ନେତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂଙ୍କ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ଏହାପୂର୍ବରୁ ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ଅର୍ଥ ହେରଫେର ମାମଲାରେ ଆମ ଆଦମୀ ପାର୍ଟି (ଏଏପି) ନେତା ସଞ୍ଜୟ ସିଂଙ୍କୁ ଗିରଫ କରିବାକୁ ଚ୍ୟାଲେଞ୍ଜ ଦେଇଥିବା ଆବେଦନକୁ ଗୁରୁବାର ଦିଲ୍ଲୀ ହାଇକୋର୍ଟରେ ବିରୋଧ କରିଥିଲେ। ସୂଚନାଯୋଗ୍ୟ, ଅକ୍ଟୋବର ୪ରେ ସଞ୍ଜୟ ସିଂଙ୍କୁ ଇଡି ଗିରଫ କରିଥିଲା। ସେ ଗତ ସପ୍ତାହରେ ହାଇକୋର୍ଟରେ ତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ୩ ଦିନ ଧରି…

ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଭଡ଼ାଘରୁ ସ୍ବୟଂ ଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଦେଖି ଲୋକଙ୍କ…

ଲକ୍ଷ ଲକ୍ଷ ମୋବାଇଲ ଫୋନରେ ହଠାତ ଏକକାଳୀନ ବାଜି ଉଠିଲା ସାଇରନ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୫: ୨ ମଇ, ୨୦୨୬ ଦିନ, ସକାଳ ୧୧ଟା୪୧ ସମୟରେ, ସାରା ଦେଶରେ ଲକ୍ଷ ଲକ୍ଷ ମୋବାଇଲ ଫୋନରେ ଏକ ଜରୁରୀକାଳୀନ ସାଇରନ ବାଜିଲା। ଏହା ଭାରତ…

ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ: ଆଉ ତା’ପରେ…

ସୋର,୨।୫(ଜନ୍ମେଜୟ ମିଶ୍ର): ସୋର ତହସିଲର ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଇଛି ବାଲି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ସୋର ଅତିରିକ୍ତ ତହସିଲଦାର କୃଷ୍ଣମୋହନ ସିଂ l…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

US-Iran War: ଶେଷ ହେଲା ଆମେରିକା-ଇରାନ ଯୁଦ୍ଧ? US ସାଂସଦଙ୍କୁ ଚିଠି ଲେଖିଲେ ଟ୍ରମ୍ପ, ଜାଣନ୍ତୁ ଡିଲକୁ ନେଇ କ’ଣ କହିଛନ୍ତି

ଓ୍ବାଶିଂଟନ,୨।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଇନ ପ୍ରଣୟନକାରୀମାନଙ୍କୁ ସୂଚନା ଦେଇଛନ୍ତି ଯେ ଇରାନ ବିରୁଦ୍ଧରେ ଯୁଦ୍ଧ ଶେଷ ହୋଇଛି; ତେଣୁ, ସାମରିକ କାର୍ଯ୍ୟାନୁଷ୍ଠାନ ପାଇଁ କଂଗ୍ରେସ…

ସୁପ୍ରିମକୋର୍ଟରୁ TMCକୁ ଶକ୍ତ ଝଟକା, କୋର୍ଟ କହିଲେ, ‘କେନ୍ଦ୍ରୀୟ କର୍ମଚାରୀଙ୍କୁ ବିଶ୍ୱାସ କରନ୍ତୁ’

ନୂଆଦିଲ୍ଲୀ,୨।୫: ଶନିବାର ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ବିରୋଧରେ ତୃଣମୂଳ କଂଗ୍ରେସ (TMC) ଦ୍ୱାରା ଦାୟର ଏକ ଆବେଦନର ଶୁଣାଣି ହୋଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ…

ଚାକିରି ରେଗୁଲାର କରାଇଦେବା ନାଁରେ ଚାହୁଁଥିଲେ ଯୌନ ସୁଖ: ରସିକିଆ ସମ୍ପାଦକ ବାବୁଙ୍କ ନାଁରେ ମାମଲା ରୁଜ୍ଜୁ

ଅତାବିରା,୨।୫(ଯୁଧିଷ୍ଠିର ମହାପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ନାଁରେ ଆସିଲା ଯୌନ କେଳେଙ୍କାରୀର ଅଭିଯୋଗ। ବରଗଡ଼ ଜିଲା ଅତାବିରା ଆରଏମସି ସମ୍ପାଦକ ଶଶାଙ୍କ ଶେଖର ସାହାଣି ନିଜ…

ନୃଶଂସ କାଣ୍ଡ: ପୁଅର ଶିଳପୁଆ ମାଡରେ ବାପର ମୃତ୍ୟୁ

ଆଠଗଡ,୨।୫(ସତ୍ୟ ପ୍ରସାଦ ରଥ): ଆଠଗଡ ଥାନା ଅନ୍ତର୍ଗତ ଜାଗିଆପଡା ଗ୍ରାମ ତଅଁଳା ସାହିରେ ଶନିବାର ସକାଳୁ ଘଟିଯାଇଛି ଅଘଟଣ।ନିଶାଶକ୍ତ ପୁଅ ବିଭୂତି ନାଏକ(୪୦)ର ଶିଳପୁଆ ମାଡରେ ବାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri