ପିୟୁଷଙ୍କୁ କୋର୍ଟ ଝଟକା, ମଞ୍ଚ ଚଢ଼ିବା ବାରଣ

କଟକ,୭ା୧: ଚର୍ଚ୍ଚିତ ଖଳନାୟକ ତଥା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ କୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଏକ ଯାତ୍ରା ପାର୍ଟି ସହିତ ଚୁକ୍ତି ଖିଲାପ ଅଭିଯୋଗ ମାମଲାରେ କୋର୍ଟ ତାଙ୍କ ଉପରେ ରୋକ୍ ଲଗାଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପରବର୍ତ୍ତୀ ଶୁଣାଣି ନହେବା ପର୍ଯ୍ୟନ୍ତ ଅଭିନେତା ପୀୟୂଷ ତ୍ରିପାଠୀ ମଞ୍ଚ ଚଢ଼ିପାରିବେ ନାହିଁ।

ଉଲ୍ଲେଖଯୋଗ୍ୟ ଯେ, ଦୀର୍ଘ ପ୍ରାୟ ଏକ ବର୍ଷ ପରେ ପୀୟୂଷ ଗତ ଜାନୁଆରୀ ୫ ତାରିଖରେ ପୁଣିଥରେ ମଞ୍ଚକୁ ଫେରିଥିଲେ। ସେ ସିଂହବାହିନୀ ଯାତ୍ରା ପାର୍ଟିର ନାଟକ ‘ତୁ ମୋ ବଜରଙ୍ଗୀ’ରେ ଅଭିନୟ କରି ନିଜର ପ୍ରତ୍ୟାବର୍ତ୍ତନ କରିଥିଲେ, କିନ୍ତୁ ଏବେ କୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କର ଯାତ୍ରା ଅଭିନୟ ଉପରେ ରୋକ୍ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri