Posted inଜାତୀୟ

ଲଭ୍‌ ଜିହାଦ ମାମଲାରେ ଯୁବତୀଙ୍କୁ ଧୋକା ଦେବାର ପ୍ରମାଣ ଜରୁରୀ ବୋଲି କହିଲେ ହାଇକୋର୍ଟ…

ଅହମଦାବାଦ୍‌,୧୯।୮: ଲଭ୍‌ ଜିହାଦ ଉପରେ ଗୁଜରାଟ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ରାଜ୍ୟର ଲଭ ଜିହାଦ ଆକ୍ଟର କିଛି ଧାରା ଉପରେ କୋର୍ଟ ରୋକ ଲଗାଇଛନ୍ତି। ହାଇକୋର୍ଟ କହିଛନ୍ତି ଯେ ଯଦି ଏହା ପ୍ରମାଣିତ ନ ହୁଏ ଯେ ଯୁବତୀଙ୍କୁ ଧୋକା ଦିଆଯାଇଛି, ତେବେ ଏପରିସ୍ଥଳେ କୌଣସି ଏଫ୍‌ଆଇଆର୍‌ କରାଯିବ ନାହିଁ। ହେବା ଉଚିତ୍ ନୁହେଁ।
ଏହାପୂର୍ବରୁ ମଙ୍ଗଳବାର ଶୁଣାଣିରେ ରାଜ୍ୟ ସରକାର ହାଇକୋର୍ଟଙ୍କ ନିକଟରେ ଯୁକ୍ତି ବାଢ଼ିଥିଲେ ଯେ ରାଜ୍ୟରେ ଆନ୍ତଃଧର୍ମ ବିବାହ ଉପରେ କୌଣସି ପ୍ରତିବନ୍ଧକ ନାହିଁ। କିନ୍ତୁ ବିବାହ ବାଧ୍ୟତାମୂଳକ ଧର୍ମପରିବର୍ତ୍ତନର ମାଧ୍ୟମ ହୋଇପାରିବ ନାହିଁ। ବିବାହ ମାଧ୍ୟମରେ ବାଧ୍ୟତାମୂଳକ ଧର୍ମପରିବର୍ତ୍ତନ ସହ ଜଡିତ ନୂତନ ଦୁଇଟି ଆବେଦନ ଉପରେ ହାଇକୋର୍ଟରେ ଶୁଣାଣି କରାଯାଇଥିଲା। ଏଥିରେ ଆଇନରେ ନୂତନ ପ୍ରଣୟନ କରାଯାଇଥିବା ସଂଶୋଧନ ଅଧିନିୟମକୁ ଚ୍ୟାଲେଞ୍ଜ କରାଯାଇଥିଲା। ୨୦୨୧ ଜୁନ୍‌ ୧୫ରେ ଗୁଜରାଟରେ ଲଭ ଜିହାଦ ଆକ୍ଟ ପ୍ରଣୟନ ହୋଇଥିଲା। ବିବାହରେ ଠକେଇ କିମ୍ବା ବାଧ୍ୟତାମୂଳକ ଧର୍ମାନ୍ତରଣ ପାଇଁ ଏଥିରେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ ଏବଂ ୫ ଲକ୍ଷ ଟଙ୍କା ଜୋରିମାନାର ପ୍ରାବଧାନ ରହିଛି। ଧାର୍ମିକ ସ୍ବତନ୍ତ୍ରତା ଆକ୍ଟ ୨୦୦୩ରେ ସଂଶୋଧନ ଦ୍ୱାରା ଏହି ନୂଆ ଆଇନକୁ ରାଜ୍ୟରେ ପ୍ରଣୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?