ହାଇକୋର୍ଟ ବିଚାରପତିଙ୍କ ବ୍ରହ୍ମପୁର ଗସ୍ତ: କୋର୍ଟର ସୁରକ୍ଷା ଅନୁଧ୍ୟାନ

ବ୍ରହ୍ମପୁର ଅଫିସ,୩।୧୨: ହାଇକୋର୍ଟ ବିଚାରପତି ତଥା ଗଞ୍ଜାମ ପ୍ରୋଟକଲ ଜଜ ଡ.ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଶନିବାର ବ୍ରହ୍ମପୁର ଗସ୍ତରେ ଯାଇଛନ୍ତି। ସେ ଏହି ଅବସରରେ ଜିଲା ଓ ଦୌରା ଜଜଙ୍କ କୋର୍ଟ ପରିସରରେ ସ୍ଥାପନ ହୋଇଥିବା ବ୍ୟାଙ୍କ ଏଟିଏମ୍‌ ଏବଂ ଚଲାପଥ କରିଡରକୁ ଉଦ୍‌ଘାଟନ୍‌ କରିଥିଲେ। ପରେ ଏସ୍‌ଡିଜେଏମ୍‌ଙ୍କ କୋର୍ଟକୁ ଯାଇ ପାରିପାଶର୍‌ବିକ ସ୍ଥିତି ଏବଂ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ। ଗୋଟିଏ ସପ୍ତାହରେ କୋର୍ଟ ପରିସରରେ ଦୁଇ ଦୁଇଟି ଅଘଟଣକୁ ନେଇ ସେ ଚିନ୍ତାବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri