କଟକ,୫ା୮: ୩ ବିଧାୟକଙ୍କୁ ନୋଟିସ୍ କରିଛନ୍ତି ହାଇକୋର୍ଟ। ନିର୍ବାଚନୀ ଅନିୟମିତତା ନେଇ ବିଧାୟକ ଟଙ୍କଧର ତ୍ରିପାଠୀ, ଅଶ୍ବିନୀ ପାତ୍ର ଏବଂ ବ୍ୟୋମକେଶ ରାୟଙ୍କୁ ହାଇକୋର୍ଟ ନୋଟିସ୍ କରିବା ସହ ଜବାବ ଦାଖଲ କରିବାକୁ କହିଛନ୍ତି।
କଟକ,୫ା୮: ୩ ବିଧାୟକଙ୍କୁ ନୋଟିସ୍ କରିଛନ୍ତି ହାଇକୋର୍ଟ। ନିର୍ବାଚନୀ ଅନିୟମିତତା ନେଇ ବିଧାୟକ ଟଙ୍କଧର ତ୍ରିପାଠୀ, ଅଶ୍ବିନୀ ପାତ୍ର ଏବଂ ବ୍ୟୋମକେଶ ରାୟଙ୍କୁ ହାଇକୋର୍ଟ ନୋଟିସ୍ କରିବା ସହ ଜବାବ ଦାଖଲ କରିବାକୁ କହିଛନ୍ତି।
କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…
ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…
କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…
ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍ସ୍ପଟ୍ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…
ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…
ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…
ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…