ଭାଜପା ଏମ୍‌ପିଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

କଟକ,୨୮ା୮ (କାର୍ତ୍ତିକ ସାହୁ):ଯାଜପୁର ଏମ୍‌ପି ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ହାଇକୋର୍ଟ ମଙ୍ଗଳବାର ନୋଟିସ ଜାରି କରିଛନ୍ତି। ତାଙ୍କ ବିରୋଧରେ ଆଗତ ନିର୍ବାଚନୀ ଅନିୟମିତତା ମାମଲାକୁ ବିଚାର ପାଇଁ ଗ୍ରହଣ କରି ହାଇକୋର୍ଟ ଜବାବ ଦାଖଲ ନିମନ୍ତେ ଆଦେଶ ଦେଇଛନ୍ତି। ଆସନ୍ତା ସେପ୍ଟେମ୍ବର ୧୧ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସୂଚନା ଅନୁସାରେ, ୨୦୨୪ ନିର୍ବାଚନରେ ଭାଜପା ଟିକେଟରେ ଏମ୍‌ପି ପ୍ରାର୍ଥୀ ଭାବେ ଯାଜପୁର ଲୋକ ସଭା ନିର୍ବାଚନମଣ୍ଡଳୀ ନିମନ୍ତେ ରବୀନ୍ଦ୍ର ପ୍ରାର୍ଥିପତ୍ର ଦାଖଲ କରିଥିଲେ। ପ୍ରାର୍ଥିପତ୍ର ଦାଖଲବେଳେ ସେ ଦେଇଥିବା ସତ୍ୟପାଠରେ ସମ୍ପତ୍ତି ତାଲିକାର ତଥ୍ୟ ଠିକ୍‌ ଭାବେ ଦର୍ଶାଇ ନାହାନ୍ତି। ସେ ଏପରି ଅନିୟମିତତା କରିଥିବା ହେତୁ ତାଙ୍କ ବିଜୟକୁ ଅସିଦ୍ଧ ଘୋଷଣା କରିବା ନେଇ ହାଇକୋର୍ଟରେ ପିଟିଶନ୍‌ ଦାଏର ହୋଇଛି। ପରାଜିତ ବିଜେଡି ପ୍ରାର୍ଥୀ ଶର୍ମିଷ୍ଠା ସେଠୀ ପିଟିଶନ ଦାଏର କରି ବେହେରା ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ନେଇ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ପୀଠ ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ: ବିଧାୟକଙ୍କ ହସ୍ତକ୍ଷେପ ପରେ ତଦନ୍ତ, ଶ୍ରାବଣ ସୁଦ୍ଧା…

ଗଞ୍ଜାମ, ୯।୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପ୍ରସିଦ୍ଧ ଶୈବପୀଠ ବଟେଶ୍ୱର ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବକୁ ନେଇ ଶେଷରେ ପ୍ରଶାସନ ଓ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ସୁବ୍ରମଣ୍ୟମ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଅନୁଯାୟୀ , ଲେଫ୍ଟନାଣ୍ଟ ଜେନେରାଲ ରାଜା ସୁବ୍ରମଣ୍ୟମ (ଅବସରପ୍ରାପ୍ତ) ଅନିଲ ଚୌହାନଙ୍କ ସ୍ଥାନ ନେବେ, ଯାହାଙ୍କ କାର୍ଯ୍ୟକାଳ ମେ ୩୦ରେ ଶେଷ ହେଉଛି।…

ଚାର ଫଳ ଗୋଟାଇବାକୁ ଜଙ୍ଗଲକୁ ଯାଇଥିଲେ, ଭାଲୁର ଅତର୍କିତ ଆକ୍ରମଣରେ ଗୁରୁତର… 

ବଲାଙ୍ଗୀର,୯।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଡିଘାଟ ପଞ୍ଚାୟତର କୁଟୁନିଝରନ ଗାଁରେ ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ…

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ: ୫୭ ମାମଲାର ଫଇସଲା

ଦିଗପହଣ୍ଡି,୯|୫(ଅଶେଷ ନାଥ ମିଶ୍ର) ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷ ଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ …

ସଞ୍ଜୀବ ଆରୋରା କିଏ? ଇଡି ହେପାଜତରେ ରିଅଲ ଇଷ୍ଟେଟ ଜଗତର ‘ମୁକୁଟହୀନ ସମ୍ରାଟ’ – ତାଙ୍କ ଗିରଫଦାରୀର କାରଣ ଜାଣନ୍ତୁ

ଚଣ୍ଡିଗଡ଼,୯।୫: ପଞ୍ଜାବର ସ୍ଥାନୀୟ ସରକାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଏକ ଦଳ ଆରୋରାଙ୍କୁ…

‘ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ କରିବାର ପରମ୍ପରାକୁ ବଜାୟ ରଖିଛି ଭାଜପା’: ସଞ୍ଜୟ ରାଉତଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୯।୫: ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ଗୋଷ୍ଠୀର ନେତା ଏବଂ ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀଙ୍କୁ ଚୟନ କରିବା…

ସ୍ପେନରେ ନିଶା କାରବାରକୁ ଶକ୍ତ ଝଟକା, ୪୧ ଟନ କୋକେନ ଜବତ, ୭୭ ଗିରଫ

ମାଡ୍ରିଡ,୯।୫: ସମୁଦ୍ରରେ ନିଶା କାରବାର ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ସ୍ପାନିସ ପୋଲିସ ମୋଟ ୪୧ ଟନ କୋକେନ ଜବତ କରିଛି। କେବଳ ଏହି ଅପରେଶନଗୁଡ଼ିକ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri