Posted inଜାତୀୟ

ସିଦ୍ଦାରାମାୟାଙ୍କୁ ହାଇକୋର୍ଟ ନୋଟିସ

ବେଙ୍ଗାଲୁରୁ,୬ା୧୧: ମହୀଶୂର ସହରାଞ୍ଚଳ ବିକାଶ କର୍ତ୍ତୃପକ୍ଷ (ଏମ୍‌ୟୁଡିଏ) ଦୁର୍ନୀତି ମାମଲାରେ କର୍ନାଟକ ହାଇକୋର୍ଟ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା, ତାଙ୍କ ସ୍ତ୍ରୀ ବି.ଏମ୍‌. ପାର୍ବତୀ, ଶାଳକ ମଲ୍ଲିକାର୍ଜୁନ ସ୍ବାମୀ, କେନ୍ଦ୍ର ସରକାର, ସିବିଆଇ, ରାଜ୍ୟ ସରକାର, ରାଜ୍ୟ ପୋଲିସ ମୁଖ୍ୟ, ଲୋକାୟୁକ୍ତ ପୋଲିସ ଓ ଅନ୍ୟମାନଙ୍କୁ ନୋଟିସ ଜାରି କରିଛନ୍ତି। ଉକ୍ତ ଦୁର୍ନୀତି ମାମଲାର ତଦନ୍ତ ଦାୟିତ୍ୱ ଲୋକାୟୁକ୍ତ ପୋଲିସଠାରୁ ନେଇ ସିବିଆଇକୁ ଦେବା ନିମନ୍ତେ ନିର୍ଦ୍ଦେଶ ଦେବା ପାଇଁ ଆବେଦନ ହୋଇଥିଲା। ଏମ୍‌ୟୁଡିଏ ଦୁର୍ନୀତିର ସ୍ବାଧୀନ, ନିରପେକ୍ଷ ଏବଂ ସ୍ବଚ୍ଛ ତଦନ୍ତ ଲାଗି ସାମାଜିକ କର୍ମୀ ସ୍ନେହମୟୀ କ୍ରିଷ୍ଣା ପିଟିଶନ ଦାଏର କରିଥିଲେ। ଏମ୍‌ୟୁଡିଏ ବେଆଇନ ଭାବେ ସିଦ୍ଦାରାମାୟାଙ୍କ ସ୍ତ୍ରୀ ପାର୍ବତୀଙ୍କୁ ୧୪ଟି ପ୍ଲଟ୍‌ ଆବଣ୍ଟନ କରିଥିବା ଅଭିଯୋଗ ଉପରେ ଲୋକାୟୁକ୍ତ ପୋଲିସ ତଦନ୍ତ ଚଳାଇଛି। ଦୁର୍ନୀତି ସହ ସମ୍ପୃକ୍ତ ଅଭିଯୋଗରେ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା, ତାଙ୍କ ସ୍ତ୍ରୀ ଓ ଅନ୍ୟମାନେ ତଦନ୍ତର ସମ୍ମୁଖୀନ ହାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?