Posted inଜାତୀୟ

ୟୁପି ସରକାରଙ୍କୁ ହାଇକୋର୍ଟ ନୋଟିସ

ଲକ୍ଷ୍ନୌ,୩।୧୦: ହାଥ୍‌ରସ ଗଣବଳାତ୍କାର ଓ ହତ୍ୟା ଘଟଣାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଲକ୍ଷ୍ନୌ ଖଣ୍ଡପୀଠ ପକ୍ଷରୁ ଉତ୍ତରପ୍ରଦେଶ ସରକାରଙ୍କୁ ନୋଟିସ ଜାରି କରାଯାଇଛି। ଘଟଣା ସମ୍ପର୍କରେ ରିପୋର୍ଟ ଦେବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏହି ଘଟଣାରେ ରାଜ୍ୟ ସରକାର ଓ ପୋଲିସ ପ୍ରଶାସନକୁ ନେଇ ସମାଲୋଚନାର ସ୍ବର ଲମ୍ବୁଥିବାବେଳେ ରାତି ଅଧରେ ପ୍ରଶାସନର ଶବଦାହକୁ ନେଇ ସନ୍ଦେହ ପ୍ରକାଶ ପାଇଛି। ଏଥିସହ ଉକ୍ତ ମହିଳାଙ୍କୁ ବଳାତ୍କାର କରାଯାଇ ନ ଥିବା ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଆସିଲା ଖୁସି ଖବର: କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ବଢୁଛି ,ମୃତ୍ୟୁ ହାର କମୁଛି

ନୂଆଦିଲ୍ଲୀ, ୧୧।୮: ଭାରତରେ କରୋନା ମହାମାରୀ ସଙ୍କଟ ହାରିବାରେ ଲାଗିଛି। ମଙ୍ଗଳବାର ସୁଦ୍ଧା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୭୦ ପ୍ରତିଶତ ପାଖାପାଖି ରହିଛି। ଏହା...

ଆସାମ ବନ୍ୟାରେ ୮ ମୃତ, ୨ ଲକ୍ଷ ପ୍ରଭାବିତ

ଗୁଆହାଟୀ,୧୮।୫: ପ୍ରାକ୍‌ ମୌସୁମୀ ବର୍ଷାରେ ଆସାମର ବିଭିନ୍ନ ନଦୀରେ ପ୍ରବଳ ବନ୍ୟା ଆସି ୨୪ ଜିଲା କ୍ଷତିଗ୍ରସ୍ତ ହୋଇଛି। ବନ୍ୟାଜନିତ ମୃତ୍ୟୁସଂଖ୍ୟା ୮ରେ ପହଞ୍ଚିଛି। ବନ୍ୟା...

ହିମସ୍ଖଳନରେ ୨ ଯବାନ ଶହୀଦ

ନୂଆଦିଲ୍ଲୀ,୧୬ା୫(ପି.ଟି.): ଉତ୍ତର ସିକିମର ଲୁଗ୍‌ନାକ୍‌ ଲା ପାର୍ବତ୍ୟାଞ୍ଚଳରେ ହିମସ୍ଖଳନ ଯୋଗୁ ସେନାର ଜଣେ ଲ୍ୟୁଟନାଣ୍ଟ କଲୋନେଲ୍‌ ଓ ଜଣେ ଯବାନ ଶହୀଦ ହୋଇଛନ୍ତି। ଏମାନେ ୧୮...

କେଜରିଓ୍ବାଲଙ୍କ ନୂଆ ମିଶନ ଦେଶଭର ମେଁ ଯାଉଙ୍ଗା, ୨୦୨୪କୁ ଲକ୍ଷ୍ୟ…

ନୂଆଦିଲ୍ଲୀ, ୧୭।୮ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ବୁଧବାର ମେକ ଇଣ୍ଡିଆ ନମ୍ବର ୱାନ ମିଶନ...

୨ ବର୍ଷରେ ୧,୫୦୦ କୋଟି ଲୁଟ୍‌

ନୂଆଦିଲ୍ଲୀ, ୨୦।୨: ‘ପ୍ରିୟ ଏସ୍‌ବିଆଇ ୟୁଜର୍‌, ଆପଣଙ୍କ ଆକାଉଣ୍ଟ ଆଜି ବ୍ଲକ୍‌ ହୋଇଯିବ। ଦୟାକରି ଆପଣଙ୍କ ପାନ୍‌ କାର୍ଡ ତୁରନ୍ତ ଅପ୍‌ଡେଟ୍‌ କରନ୍ତୁ। ଏଠାରେ କ୍ଲିକ୍‌...

ରାଜଧାନୀରେ ବଢିଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୪।୪: ପୁଣିଥରେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଦିଲ୍ଲୀରେ ଦୈନିକ ୧ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତ...

କାର୍‌ ମାଡ଼ିଯିବାରୁ ୫ ମହିଳା ମୃତ

ପୁଣେ,୧୫।୨: ମହାରାଷ୍ଟ୍ର ପୁଣେ ଜିଲାରେ ୧୭ ଜଣ ମହିଳାଙ୍କ ଏକ ଗ୍ରୁପ୍‌ ନାଶିକ-ପୁଣେ ଜାତୀୟ ରାଜପଥ ପାର୍‌ ହେଉଥିବାବେଳେ ଦ୍ରୁତବେଗରେ ଆସୁଥିବା ଏସ୍‌ୟୁଭି ସେମାନଙ୍କୁ ଧକ୍କା...

୪ ସ୍ଥାନରେ ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୨: ବିକ୍ଷୋଭ ପରେ ଗୁଳିକାଣ୍ଡ ତା’ ପରେ ସଂଘର୍ଷ। ସଂଘର୍ଷ ପୁଣି କମ୍‌ ନୁହେଁ, ତେର ଜଣଙ୍କ ଜୀବନ ଗଲାଣି। ଦିଲ୍ଲୀରେ ସିଏଏ ବିରୋଧୀ ସଂଘର୍ଷ...

Advertisement
Archives

Model This Week