Posted inଜାତୀୟ

ସରକାରୀ ସ୍କୁଲରେ ସାନିଟାରୀ ନାପକିନ୍‌ ଯୋଗାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, କିଶୋରୀ ଯୋଜନା ପୁଣି ଆରମ୍ଭ କରିବାକୁ କହିଲେ…

ନୂଆଦିଲ୍ଲୀ, ୬।୭ : ଦିିଲ୍ଲୀ ହାଇକୋର୍ଟ ସରକାରୀ ସ୍କୁଲରେ ବାଳିକାଙ୍କୁ ସାନିଟାରୀ ନାପକିନ୍‌ ଯୋଗାଇଦେବାକୁ ଦିଲ୍ଲୀ ସରକାରଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି। କିଶୋରୀ ଯୋଜନା ମାଧ୍ୟମରେ ଦିଲ୍ଲୀର ସରକାରୀ ସ୍କୁଲରେ ସାନିଟାରୀ ନାପକିନ୍‌ ଯୋଗାଣ ପୂର୍ବରୁ ଜାରି ରହିଥିଲା।

ତେବେ ୨୦୨୧ ଜାନୁୟାରୀଠାରୁ ଏହାକୁ ବନ୍ଦ ରଖାଯାଇଥିଲା। ଏନେଇ ଏନଜିଓ ସୋସିଆଲ ଜଷ୍ଟିସ୍‌ ପକ୍ଷରୁ ଆଇନଜୀବୀ ଆଶୋକ ଅଗ୍ରଓ୍ବାଲ ଏବଂ ଉତ୍କର୍ଷ କୁମାରଙ୍କ ପକ୍ଷରୁ ଏକ ଜନସ୍ବାର୍ଥ ମାମଲା ହାଇକୋର୍ଟରେ ଦାଖଲ କରାଯାଇଥିଲା।

ମୁଖ୍ୟ ବିଚାରପତି ସତିଶ ଚନ୍ଦ୍ର ଶର୍ମା ଏବଂ ସୁବ୍ରମଣ୍ୟମ ପ୍ରସାଦଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ପୁଣି ଏହୀ ଯୋଜନାକୁ ଜାରି ରଖିବାକୁ ଦିଲ୍ଲୀ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଖଣ୍ଡପୀଠଙ୍କ ସମ୍ମୁଖରେ ଉପସ୍ଥିତ ଥିବା ଆଇନଜୀବୀ ଏସ୍‌.କେ. ତ୍ରିପାଠୀ ଖୁବ୍‌ ଶୀଘ୍ର ଏନେଇ ନୂଆ ଟେଣ୍ଡର ଜାରି ହେବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?