Posted inରାଜ୍ୟ

ବିଜେଡିର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକଙ୍କୁ ବଡ଼ ଝଟ୍‌କା, ନୋଟିସ୍‌ ପଠାଇଲେ ହାଇକୋର୍ଟ

ନୟାଗଡ଼, ୦୬।୦୮: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କୁ ବଡ଼ ଝଟ୍‌କା ଲାଗିଛି । ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ରୁଜୁ ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ନୋଟିସ୍‌ ଜାରି କରିଛନ୍ତି । ଚଳିତ ବର୍ଷ ହୋଇଥିବା ବିଧାନସଭା ନିର୍ବାଚନରେ ନୟାଗଡ଼ରୁ ନାମାଙ୍କନ ଦାଖଲ କରିଥିଲେ ଅରୁଣ । ହେଲେ ଏହି ନାମାଙ୍କନର ସତ୍ୟପାଠରେ ସେ ତଥ୍ୟ ଲୁଚାଇଥିବା ନେଇ ହାଇକୋର୍ଟରେ ମାମଲା ଦାଏର ହୋଇଛି । ଯାହାକୁ ନେଇ ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ତାଙ୍କୁ ନୋଟିସ୍‌ ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୪ ପ୍ରସ୍ତାବରେ ସରକାର ରାଜି ହେଲେ ଆତ୍ମସମର୍ପଣ କରିବୁ: ପତ୍ର ମାଧ୍ୟମରେ ଜଣାଇଲେ ମାଓବାଦୀ ନେତା ନିଖିଳ

ରାୟଗଡ଼ା,୩ା୨(ଆଶିଷ ରଞ୍ଜନ ପଣ୍ଡା):କେନ୍ଦ୍ର ସରକାରଙ୍କ ଗୃହ ବିଭାଗ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ମାର୍ଚ୍ଚ ୩୧ ଡେଡ୍‌ଲାଇନ ଦେବା ସହିତ ଭାରତୀୟ ଗଣତନ୍ତ୍ରରେ ସାମିଲ ହେବା ଲାଗି ଚେତାବନୀ…

ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଇ-ଲଟେରିରେ ମିଳିବ ବାଲି, ପଥର ଖଣି

ଭୁବନେଶ୍ୱର,୩।୨(ସୁନିତ୍‌ ମିଶ୍ର):ରାଜ୍ୟରେ ବାଲି, ଗୋଡି, ମୋରମ ଓ ପଥର ଭଳି ଲଘୁ ଖଣିଜ ସମ୍ପଦର ଚୋରାଚାଲାଣ ରୋକିବା ଦିଗରେ ରାଜ୍ୟ ସରକାର ନୂଆ ବାଟ ତିଆରି କରିଛନ୍ତି।…

ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହେଲେ, ସମୀର ନାୟକରୁ ଏବେ ସମୀରା ମାଡାମ

ଖଲ୍ଲିକୋଟ,୩।୨ (ପ୍ରଶାନ୍ତ କୁମାର ମିଶ୍ର): ପୁଅ ଥିଲେ ଝିଅ ହୋଇଗଲେ। ସମୀର ନାୟକରୁ ବନିଗଲେ ସମୀରା ମାଡାମ । ଓଡିଶାର ପ୍ରଥମ ଟ୍ରାନ୍ସ ଓମେନ ଆର୍ଟିଷ୍ଟ ହେଲେ…

୨୮ ଏନ୍‌ଏସି, ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ: ୧୮ ଜିଲାପାଳଙ୍କୁ ପୌର ପ୍ରଶାସନର ନିର୍ଦ୍ଦେଶ

ଭୁବନେଶ୍ୱର,୩ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଘୋଷଣା ହୋଇଥିବା ନୂଆ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି)ର ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା…

ତେଲ ଟ୍ୟାଙ୍କର ନେଲା ମହିଳାଙ୍କ ଜୀବନ: ରାସ୍ତାରୋକ, ସ୍କର୍ପିଓ ଭଙ୍ଗାରୁଜା

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ବରଡୋଲ ନିକଟରେ ସୋମବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ତେଲ ବୋଝେଇ ଟ୍ୟାଙ୍କର ବିପରୀତ ଦିଗରୁ ଆସୁଥିବା…

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର…

ଗଣିତ ନୋଟ୍‌ ବୁକ୍‌ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍‌ ବୁକ୍‌ ଭୁଲିଯିବା ଓ ବିନା ନୋଟ୍‌ ବୁକ୍‌ରେ…

୧୫ ଫୁଟ୍‌ ପୋଲ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର, ହେଲ୍‌ପର

ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍‌ ପୋଲ ତଳକୁ ଖସିପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri