୨୦ରୁ ହାଇକୋର୍ଟ ଶଟ୍‌ଡାଉନ୍‌

କଟକ ଅଫିସ, ୨୦।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଆସନ୍ତା ୨୦ରୁ ୨୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ କରାଯାଇଛି । ଆସନ୍ତା ୨୮ ତାରିଖରୁ ପୁନର୍ବାର ରୋଷ୍ଟର କୋର୍ଟ କାର୍ଯ୍ୟକାରୀ ହେବ। ତେବେ ୨୦ରୁ ୨୭ ତାରିଖ ମଧ୍ୟରେ ରୋଷ୍ଟର କୋର୍ଟରେ ଥିବା ମାମଲାଗୁଡିକୁ ବାତିଲ କରାଯାଇଛି। ମେ’ ୩୧, ଜୁନ୍‌ ୨ ଓ ୪ ତାରିଖରେ ଏହି ମାମଲାର ଶୁଣାଣି କରାଯିବ। ରେଜିଷ୍ଟ୍ରାର(ଜୁଡିସିଆଲ) ଓ ଡେପୁଟି ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କ ନିକଟରେ ଉପସ୍ଥିତ ହୋଇ ଜରୁରୀ ମାମଲାଗୁଡିକର ବିଚାର ପାଇଁ ଜଣାଇଲେ ବ୍ୟବସ୍ଥା କରାଯିବ। ତେବେ ଆସନ୍ତା ୨୦ରୁ ୨୭ ମଧ୍ୟରେ ଥିବା ଅତିଜରୁରୀ ମାମଲା ସମ୍ପର୍କରେ ଆବେଦନକାରୀ ରେଜିଷ୍ଟ୍ରାର(ଜୁଡିସିଆଲ)ଙ୍କୁ ପୂର୍ବାହ୍ନ ୧୧ରୁ ୧୨ଟା ମଧ୍ୟରେ ମେଲ୍‌(id:[email protected]) ଯୋଗେ ଜଣାଇଲେ ତାହା ମୁଖ୍ୟ ବିଚାରପତିଙ୍କ ନିର୍ଦ୍ଦେଶାନୁସାରେ ବିଚାର ପାଇଁ ନିଆଯିବ ବୋଲି ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଭବାନୀପାଟଣା ପୂର୍ବତନ ବିଜେଡି ବିଧାୟକ

ଭବାନୀପାଟଣା,୧୭।୧(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ଭବାନୀପାଟଣାର ପୂର୍ବତନ ବିଜେଡି ବିଧାୟକ ଅନାମ ନାୟକ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳେ ଅନାମଙ୍କ ଘରେ ଭିଜିଲାନ୍ସ...

ରାଜ୍ୟ ସାରା ବୁଲିିବୁଲି ଲୁଟୁଥିଲେ

ଝାରସୁଗୁଡ଼ା ଅଫିସ,୯ା୯: ଝାରସୁଗଡ଼ା ପୋଲିସ ୨ ଆନ୍ତଃ ଜିଲା ଲୁଟେରାଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଜଗତ୍‌ସିଂହପୁର ଜିଲା ଏରସମା...

ଯାଜପୁରର ୫ ପଜିଟିଭ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଅପରାହ୍ନରେ ଚିହ୍ନଟ ୬...

ଟ୍ୟୁସନ ଯାଇ ଆଉ ଘରକୁ ଫେରିଲେନି ପୁଅ : ମୃତଦେହ ଜବତ, ଜଣେ ଗିରଫ

ଟିଟିଲାଗଡ଼,୨୭।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହର ସିରଭଟାସ୍ଥିତ ରେଳବାଇ କର୍ମଚାରୀ ଦିଲୀପ କୁମାରଙ୍କ ଏକମାତ୍ର ପୁଅ ମୋହନ କୁମାର (୧୩)ଙ୍କ ବୁଧବାର ମୃତଦେହ ଜବତ ହୋଇଛି।...

ପିମ୍ପଲ ପିଏମ୍‌ଜିଏସ୍‌ୱାଇ କାମ ଅସମ୍ପୂର୍ଣ୍ଣ

ଯାଜପୁର ଅଫିସ/ରଗଡ଼ି(ଡି.ଏନ୍‌.ଏ.),୨୧।୫: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)ରେ ୨୧୫ ନମ୍ବର ଜାତୀୟ ରାଜପଥଠାରୁ ପିମ୍ପଲ ପର୍ଯ୍ୟନ୍ତ ୨.୯୮୦ କିମି ରାସ୍ତା ନିର୍ଦ୍ଧାରିତ ସମୟ ମଧ୍ୟରେ...

ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ: ଗଗନୟାନରେ ମହାକାଶ ଯିବେ ବଲାଙ୍ଗୀରର ନିଖିଲ ରଥ

ବଲାଙ୍ଗୀର ଅଫିସ, ୮।୯: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ଗଗନୟାନ ପାଇଁ ଭାରତୀୟ ବାୟୁସେନା ପକ୍ଷରୁ ପ୍ରଥମ ପର୍ଯ୍ୟାୟ ମହାକାଶଚାରୀ ଚୟନ...

୮ ଫୁଟ କମ୍ବ ର ଅଜଗର ଉଦ୍ଧାର: ଗ୍ରାମବାସୀ ଭୟଭୀତ

ପାଟଣା,୧୯।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ମାଛଗଡ଼ ବିଟ ଫୁଲପାହାଡ଼ି ଗ୍ରାମପଡ଼ିଆରୁ ବୁଧବାର ସକାଳୁ ୮ ଫୁଟ ଲମ୍ବର ଏକ ଅଜଗର ଉଦ୍ଧାର...

ଭଦ୍ରକ ଜିଲା ସ୍କୁଲରେ ‘ରାଷ୍ଟ୍ରୀୟ ହିନ୍ଦୀ ଦିବସ’ ପାଳିତ

ଭଦ୍ରକ ଅଫିସ,୧୪।୯: ଭଦ୍ରକ ଜିଲା ସ୍କୁଲ ପରିସରରେ ଶନିବାର ରାଷ୍ଟ୍ରିୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି। ଜିଲା ହିନ୍ଦୀ ଶିକ୍ଷକ ସଂଘ ପକ୍ଷରୁ ଏହି କାର୍ଯ୍ୟକ୍ରମ...

Advertisement
Archives

Model This Week