Posted inଜାତୀୟ

ୟୁନିଫର୍ମ ସିଲାବସ୍‌ ନେଇ କେନ୍ଦ୍ର ସରକାରଙ୍କୁ ଜବାବ ଲୋଡିଲେ ହାଇକୋର୍ଟ,ସିବିଏସ୍‌ଇ-ଆଇସିଏସ୍‌ଇ-ରାଜ୍ୟବୋର୍ଡରେ ସମାନ ପାଠ…

ନୂଆଦିଲ୍ଲୀ, ୨।୫ : ସିବିଏସ୍‌ଇ-ଆଇସିଏସ୍‌ଇ-ରାଜ୍ୟବୋର୍ଡରେ ୟୁନିଫର୍ମ ସିଲାବସ୍‌ ନେଇ ଦିଲ୍ଲୀ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ଜବାବ ଲୋଡିଛନ୍ତି। ଏହାର ଜବାବ ସପ୍ତାହ ମଧ୍ୟରେ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଭାଜପା ନେତା ଅଶ୍ୱିନୀ କୁମାର ଉପାଧ୍ୟୟଙ୍କ ପକ୍ଷରୁ ଆବେଦନ କରାଯାଇଥିବା ଏହି ପିଟିଶନର ଶୁଣାଣି କରି କୋର୍ଟ ଏଭଳି କହିଛନ୍ତି।

କାର୍ଯ୍ୟନିର୍ବାହୀ ମୁଖ୍ୟ ବିଚାରପତି ବିପିନ ସାଙ୍ଘି ଏବଂ ବିଚାରପତି ନବୀନ ଚାଓ୍ବଲାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ମାମଲାର ବିଚାର କରି ସରକାରଙ୍କୁ ଏସମ୍ପର୍କରେ ଜବାବ ତଲବ କରିଛନ୍ତି।

ଅଶ୍ୱିନୀ ଆବେଦନରେ ଅଭିଯୋଗ କରିଛନ୍ତି ଯେ, ଶିକ୍ଷା ମାଫିଆଙ୍କ ଯୋଗୁ ୟୁନିଫର୍ମ ସିଲାବସ୍‌ କାର୍ଯ୍ୟକାରୀ ହୋଇ ପାରୁ ନାହିଁ। ସେମାନେ କୋଚିଂରୁ ବହୁ ଟଙ୍କା ରୋଜଗାର କରୁଥିବାରୁ ଏହାକୁ ବିରୋଧ କରୁଛନ୍ତି। ସେ ଉଲ୍ଲେଖ କରିଛନ୍ତି ଶିକ୍ଷା ଅଧିକାରରେ ସମସ୍ତଙ୍କୁ ସମାନ ଶିକ୍ଷା ଅଧିକାର ପ୍ରଦାନ କରାଯିବାକୁ ଅନ୍ତର୍ଭୁକ୍ତ କରାଯିବା ଆବଶ୍ୟକ।

ଏହି ମାମଲାରେ କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରଣାଳୟ. ଆଇନ ମନ୍ତ୍ରଣାଳୟ, ସାମାଜିକ ନ୍ୟାୟ ମନ୍ତ୍ରଣାଳୟ, ସିବିଏସ୍‌ଇ, ଆଇସିଏସ୍‌ଇ ଏବଂ ଦିଲ୍ଲୀ ସଚିବାଳୟକୁ ପ୍ରତିପକ୍ଷ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦଳର ମନ୍ତ୍ରୀଙ୍କୁ ଘେରିଲେ ମୈଥିଳୀ ଠାକୁର: ଗୃହରେ ସମସ୍ତେ ଆଶ୍ଚର୍ଯ୍ୟ

ପାଟନା,୧୦।୧: ବିହାର ବିଧାନସଭାର ବଜେଟ ଅଧିବେଶନରେ ସରକାରୀ ହସ୍ପିଟାଲଗୁଡ଼ିକର ଶୋଚନୀୟ ଅବସ୍ଥା ପୁଣି ଥରେ ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି। ଏଥର ଯୁବ ବିଧାୟକ ଏବଂ ପ୍ରସିଦ୍ଧ ଲୋକ…

‘ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ’, ଭାରତକୁ ନେଇ ରୁଷିଆର ବଡ଼ ବୟାନ, ପାକିସ୍ତାନ ଶୁଣିଲେ…

ନୂଆଦିଲ୍ଲୀ,୧୦।୨: “ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ” ଶୋଲେର ଜୟ ଏବଂ ବୀରୁଙ୍କ ବନ୍ଧୁତା ଉପରେ ଆଧାରିତ ଏହି ଗୀତଟି ରୁଷିଆ ଏବଂ ଭାରତ ପାଇଁ ଉପଯୁକ୍ତ।…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

ଘରର ଛାତ ଉପରେ ରଖନ୍ତୁନି ଏପରି ଜିନିଷ: ହୋଇପାରେ ବଡ଼ କ୍ଷତି

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ଛାତ ଉପରେ କିଛି ଜିନିଷ ରଖିବା ବର୍ଜିତ। କାହିଁକି ନା ଏହାଦ୍ୱାରା ବାସ୍ତୁଦୋଷ ଲାଗିଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଅନାବଶ୍ୟକ ସାମଗ୍ରୀ ରଖିବା ଦ୍ୱାରା…

ନୂତନ ଏନ୍‌ଏସି ପାଇଁ ୧୩ ୱାର୍ଡ ପରିକଳ୍ପନା: ଅନୁପସ୍ଥିତ ରହିଲେ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ

ଲୋଇସିଂହା,୧୦।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ରବିବାର ନବଗଠିତ ଲୋଇସିଂହା ଏନ୍‌ଏସି ସୀମା ନିର୍ଦ୍ଧରଣ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ…

ବିଜୁ ଏକ୍ସପ୍ରେସ୍‌ ୱେ ମରଣଯନ୍ତା: ପ୍ରତିଦିନ ଦୁର୍ଘଟଣା

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଲାଇଫ୍‌ଲାଇନ କୁହାଯାଉଥିବା ବିଜୁ ଏକ୍ସପ୍ରେସ୍‌ ଫୋର ୱେ ଏବେ ମରଣଯନ୍ତା ପାଲଟିଛି। ଏଥିଯୋଗୁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟି ନିରୀହ…

Video: ଶ୍ରୀଲଙ୍କାରେ ପାକିସ୍ତାନ ଟିମ୍‌କୁ ଏମିତି କରାଗଲା ସ୍ବାଗତ! ଭାଇରାଲ ଭିଡ଼ିଓକୁ ନେଇ ମଜା ଉଡାଉଛନ୍ତି ୟୁଜର

ନୂଆଦିଲ୍ଲୀ,୧୦।୨: ICC T20 ବିଶ୍ୱକପ 2026 ଆରମ୍ଭ ହୋଇସାରିଛି, ଏବଂ ପାକିସ୍ତାନ ଦଳ ଶ୍ରୀଲଙ୍କାରେ ତାର ସମସ୍ତ ମ୍ୟାଚ ଖେଳୁଛି। ତଥାପି, କ୍ରିକେଟ ଅପେକ୍ଷା ଅଧିକ ଆଲୋଚନା…

VIDEO: ବ୍ୟସ୍ତବହୁଳ ରାସ୍ତାରେ କ୍ରାଶ ଲ୍ୟାଣିଂ କଲା ବିମାନ, ଅନେକ କାର ସହିତ ଧକ୍କା…

ନୂଆଦିଲ୍ଲୀ, ୧୦।୨: ଆମେରିକାର ଜର୍ଜିଆରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ଜର୍ଜିଆର ଗେନ୍ସଭିଲରେ ରାସ୍ତା ମଝିରେ ଏକ ବିମାନ ଜରୁରୀକାଳୀନ ଅବତରଣ କରିଥିଲା। ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri