ଅମାନିଆଙ୍କ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ମାସ୍କ୍‌ ନ ପିନ୍ଧିଲେ କରୋନା କେନ୍ଦ୍ରରେ ୧୫ ଦିନ ମାରିବାକୁ ପଡ଼ିବ ଝାଡୁ

ସୁରଟ,୨।୧୨: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍‌ ପିନ୍ଧିବା ଲାଗି ମାର୍ଗଦର୍ଶିକା ଜାରି କରାଯାଇଛି। ମାତ୍ର ଏହାକୁ ଅମାନିଆମାନେ ଉଲ୍ଲଂଘନ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଗୁଜରାଟ ହାଇକୋର୍ଟଙ୍କ ପକ୍ଷରୁ ବୁଧବାର ନୂଆ ନିର୍ଦ୍ଦେଶ ଜାରି ହୋଇଛି। ମାସ୍କ୍‌ ପିନ୍ଧି ନ ଥିବା ଅମାନିଆଙ୍କୁ କରୋନା କେନ୍ଦ୍ରରେ ଝାଡୁ ମାରିବାକୁ ପଡ଼ିବ। ୧୫ ଦିନ ପର୍ଯ୍ୟନ୍ତ ଦୈନିକ ୪ରୁ ୬ ଘଣ୍ଟା ପର୍ଯ୍ୟନ୍ତ ଝାଡୁ ମାରିବାକୁ ପଡ଼ିବ ବୋଲି ହାଇକୋର୍ଟର ମୁଖ୍ୟ ବିଚାରପତି ବିକ୍ରମ ନାଥ ଏବଂ ବିଚାରପତି ଜେ.ବି. ପର୍ଦ୍ଦିଓ୍ବାଲାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଏକ ଜନସ୍ବାର୍ଥ ମାମଲାର ବିଚାର କରି ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଛନ୍ତି କୁମାରସ୍ବାମୀ: ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ,୨୭।୬: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ତାଙ୍କ ମାନସିକ ସନ୍ତୁଳନ ହରାଇ ବସିଛନ୍ତି ବୋଲି ଗୁରୁବାର କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି । ବିଶେଷ କରି...

ବାରମ୍ବାର ମୁହଁରେ ହାତ ମାରିବା ଅଭ୍ୟାସ: ରହିଛି କରୋନା ସଂକ୍ରମଣ ଆଶଙ୍କା; ଲକ୍ଷେ ୨୫ ହଜାର ଜୀବନ ଯିବାପରେ ବି ଲୋକେ ନୁହଁନ୍ତି ସତର୍କ !

ନୂଆଦିଲ୍ଲୀ/ନ୍ୟୁୟର୍କ,୧୫।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ଉଦ୍ୟମ ଜାରି...

ପ୍ରବଚନ କାର୍ଯ୍ୟକ୍ରମରେ ଦଳାଚକଟା

ଭୋପାଳ,୧୬।୫: ମଧ୍ୟପ୍ରଦେଶ ସାଗର ଜିଲା ଅଧୀନ ବୀଣା ସହରରେ ଏକ ପ୍ରବଚନ କାର୍ଯ୍ୟକ୍ରମ ବେଳେ ଭୋଗ ପାଇଁ ଦଳାଚକଟା ହୋଇଛି। ଏଥିରେ ୧୭ ଜଣ ଶ୍ରଦ୍ଧାଳୁ...

ନାମାଙ୍କନ ପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ

ଡେରାଡୁନ,୯।୫:ଉତ୍ତରାଖଣ୍ଡ ଚମ୍ପାୱାତ ଉପ-ନିର୍ବାଚନ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଦଳର ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନ ପତ୍ର ଦାଖଲ ପରେ ଏକ ସାଧାରଣ...

କରୋନା ସଂକ୍ରମଣ ରୋକିବ ହୋମିଓପ୍ୟାଥି ଔଷଧ ‘ଆର୍ସେନିକ୍‌ ଅଲବୁମ୍‌-୩୦’: ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଏଡଭାଇଜରି ଜାରି

ଜୟପୁର,୩।୨: ସାରା ପୃଥିବୀରେ କରୋନା ଭୁତାଣୁ ସଂକ୍ରମଣ ନେଇ ଆତଙ୍କ ଖେଳି ଯାଇଛି। ଇତିମଧ୍ୟରେ ଭାରତର କେରଳରେ ୨ ଜଣଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି।...

କ୍ରିପ୍ଟୋକରେନ୍ସି ଆର୍ଥିକ ସ୍ଥିରତା ପ୍ରତି ବିପଦ

ମୁମ୍ବାଇ,୧୧।୨:ମୁଦ୍ରାନୀତି ଘୋଷଣା ଅବସରରେ ଆର୍‌ବିଆଇ ଗଭର୍ନର କ୍ରିପ୍ଟୋକରେନ୍ସି ନିବେଶକମାନଙ୍କୁ ସତର୍କ କରାଇ ଦେଇଛନ୍ତି। ଏହି ଡିଜିଟାଲ ମୁଦ୍ରାରେ ପୁଞ୍ଜି ଲଗାଉଥିବା ବ୍ୟକ୍ତି ମନେରଖିବା ଉଚିତ ଯେ,...

ଦେଶକୁ ଡରାଇଲାଣି ବିଦ୍ୟୁତ୍‌ ଅଭାବ

ନୂଆଦିଲ୍ଲୀ,୯।୧୦: ପୂରା ଦେଶରେ କୋଇଲା ସଙ୍କଟ ଘନେଇବାରେ ଲାଗିଛି। ଦିଲ୍ଲୀ ପରେ ଉତ୍ତରପ୍ରଦେଶ(ୟୁପି)ରେ ମଧ୍ୟ ବିଦ୍ୟୁତ୍‌ କାଟ ହେବା ନେଇ ଘୋଷଣା ହୋଇସାରିଲାଣି। ବିଦ୍ୟୁତ୍‌ ସଙ୍କଟରୁ...

ମିଛ କହୁଛି ଭାଜପା: ରାହୁଲ

ନୂଆଦିଲ୍ଲୀ,୨୮।୧୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି କେନ୍ଦ୍ର ସରକାର ଯେଉଁ ନାଗରିକତ୍ୱ ସଂଶୋଧନ...

Advertisement
Archives

Model This Week