ରସୁଲଗଡରେ ହାଇଡ୍ରାମା, ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ ଅଟକାଇଲେ ମହିଳା

ଭୁବନେଶ୍ୱର,୭।୯: ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାରକେଡ ଅଟକାଇଦେଲେ ମହିଳା। ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱରର ରସୁଲଗଡ ଛକରେ। ମହିଳା ଜଣକ ଆସି ମୁଖ୍ୟମନ୍ତ୍ରୀଙ୍କ କାର ସାମ୍ନାରେ ଠିଆ ହୋଇ ରହିବାରୁ କିଛି ସମୟ ପାଇଁ କାରକେଡ ଅଟକି ରହିଥିଲା। ଏହାପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମହିଳାଙ୍କୁ ଉଠାଇନେଇଛି।

ତେବେ ମହିଳା ଜଣକ କିଏ ଏବଂ ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ କାହିଁକି ଅଟକାଇଲେ, ତାହା ସ୍ପଷ୍ଟ ଜଣାପଡ଼ି ନାହିଁ। ମହିଳାଜଣକ କାହିଁକି ଏଭଳି ଆଚରଣ କଲେ ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ। ଏନେଇ ଘଟଣାକୁ ଅଧିକ ତଦନ୍ତ କରୁଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri