ପୁରୀ-ଜଗତସିଂହପୁରକୁ ଅଧିକ ବନ୍ୟା ବିପଦ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ରାଜ୍ୟର ଅନେକ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ବନ୍ୟା ସ୍ଥିତି ଉପୁଜିଛି। ଏଥିରେ ମହାନଦୀ ଅବବାହିକାରେ ଥିବା ଜିଲାଗୁଡ଼ିକ ପ୍ରଭାବିତ ହେବ। ବିଶେଷଭାବେ ଜଗତସିଂହପୁର ଓ ପୁରୀ ଜିଲା ପ୍ରଭାବିତ ହେବ। କେନ୍ଦ୍ରାପଡ଼ା ଜିଲାର ୩୦ରୁ ୪୦ ଭାଗ ପ୍ରଭାବିତ ହେବାକୁ ଥିବା ବେଳେ କଟକର ନିଶ୍ଚିନ୍ତକୋଇଲି, ଆଠଗଡ଼ ଓ ବାଙ୍କୀରେ ପ୍ରଭାବ ପଡ଼ିବ ବୋଲି ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ନୟାଗଡ଼ର କଣ୍ଟିଲୋ, ଭାପୁର ଓ ବୌଦ୍ଧର ହରଭଙ୍ଗା ଜଳମଗ୍ନ ହେବା ସହ ସୋନପୁର ଜିଲାର ବୀରମହାରାଜପୁର ଉପରେ ପ୍ରଭାବ ପଡ଼ିବ। ବନ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକର ଜିଲାପାଳଙ୍କ ସହ କଥା ହୋଇଛୁ। ରାତିରେ ପାଟ୍ରୋଲିଂ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି। ଗାଁ ଲୋକ ଓ ସ୍ଥାନୀୟ ଜନ ପ୍ରତିନିଧିଙ୍କ ସହଯୋଗ ନିହାତି ଆବଶ୍ୟକ ବୋଲି ଏସ୍‌ଆର୍‌ସି ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri