ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା।

ତେବେ ସୂଚନା ଅନୁସାରେ ରବିବାର ଦିନ ସାଢ଼େ ୧୧ଟାରେ ଓଡ଼ିଶାରେ ପହଞ୍ଚିବେ ରାହୁଲ।
ଦିନ ସାଢ଼େ ୧୧ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ହେଲିକପ୍ଟରରେ ସତ୍ୟଭାମାପୁର ଗସ୍ତ କରିବେ। ପରେ ସାଲେପୁର ଯାଇ ଉତ୍କଳ ଗୌରବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ୧୨ଟା ୪୫ରେ ସାଲେପୁରରେ ସାଧାରଣ ସଭାରେ ଯୋଗଦେବେ।
ସେହିପରି ଜେ.ପି ନଡ୍ଡା ମଧ୍ୟ ଅପରାହ୍ନ ସାଢ଼େ ୪ଟାରେ ଭୁବନେଶ୍ବରରେ ପହଞ୍ଚିବେ। ଭୁବନେଶ୍ବର ବିମାନ ବନ୍ଦରରୁ ସିଧା ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ ଯିବେ। ଏହାପରେ ସଂଧ୍ୟା ୫ଟାରେ ଆମ୍ବପୁଆରେ ସାଧାରଣ ସଭାରେ ଯୋଗ ଦେବେ। ପରେ ସଂଧ୍ୟା ୬ଟା ୪୫ରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେବେ। ସେଠାରେ ସେ ବ୍ରହ୍ମପୁର, ଆସିକା, ନବରଙ୍ଗପୁର, କୋରାପୁଟ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri