ପରିବାଦର ଆକାଶ ଛୁଆଁ

ଭୁବନେଶ୍ୱର,୮।୭: ପରିବାଦର ଆକାଶ ଛୁଆଁ ହୋଇଛି। କଞ୍ଚା ପରିବା ଦର ବର୍ତ୍ତମାନ ଲୋକଙ୍କୁ କନ୍ଦାଉଛି । ବିଶେଷ କରି ନିରାମିଷ ଲୋକଙ୍କ ପାଇଁ କଞ୍ଚା ପରିବା ଦର ଅଧିକ ଚିନ୍ତା ବଢ଼ାଇଛି । ଟମାଟୋ ଦର ୧୨୦ ଟଙ୍କା ଥିବା ବେଳେ ସାଧାରଣ ବାଇଗଣ ଦର ୮୦ ଟଙ୍କା ରହିଛି । ସେହିପରି ପୋଟଳ- ୬୦ ଟଙ୍କା, କଲରା- ୫୦ ଟଙ୍କା, ଝୁଡୁଙ୍ଗ – ୫୦ ଟଙ୍କା, କଙ୍କଡ଼ା -୬୦ ଟଙ୍କା, ଭେଣ୍ଡି- ୬୦ ଟଙ୍କା, ଫୁଲକୋବି- ୫୦ ଟଙ୍କା, ଗାଜର- ୪୦ ଟଙ୍କା ରହିଛି । ତେବେ ଅମୃତଭଣ୍ଡା- ୩୦ ରୁ ୪୦ ଟଙ୍କା ଦର ରହିଥିବା ବେଳେ କଞ୍ଚାଲଙ୍କା ଦର ୨୦୦ ଟଙ୍କା ରହିଛି । ଏହି ଉଚ୍ଚ ଦର ଯୋଗୁ ନିରାମିଷ ଲୋକେ ଅଧିକ ହଇରାଣ ହେଉଥିବା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri