ଆଜିଠୁ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଫର୍ମ ପୂରଣ: ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୮।୧୧(କାର୍ତ୍ତିକ ସାହୁ):୨୦୨୬ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ (ରେଗୁଲାର ଓ ଏକ୍ସରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ ନଭେମ୍ବର ୮ରୁ ଆରମ୍ଭ ହେବ। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ର ଓ୍ବେବ୍‌ସାଇଟ୍‌ www.bseodisha.ac.inରେ ପ୍ରଦତ୍ତ ଲିଙ୍କ୍‌ ମାଧ୍ୟମରେ ୨୪ ଘଣ୍ଟିଆ ଅନ୍‌ଲାଇନ ଜରିଆରେ ଫର୍ମ ପୂରଣ କରାଯିବ। ହାଇସ୍କୁଲର ପ୍ରଧାନଶିକ୍ଷୟିତ୍ରୀ/ପ୍ରଧାନଶିକ୍ଷକଙ୍କ ଜରିଆରେ ନଭେମ୍ବର ୮ରୁ ୨୨ ତାରିଖ ରାତି ୧୧.୪୫ ମିନିଟ ପର୍ଯ୍ୟନ୍ତ ଏହି ଫର୍ମ ପୂରଣ କରାଯିବ। ଏଥିପାଇଁ ସମସ୍ତ ସୂଚନା ବୋର୍ଡ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ହୋଇଛି। ଅନୁରୂପ ଭାବେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ନିମନ୍ତେ ମଧ୍ୟ ଫର୍ମ ପୂରଣ କରାଯିବ। ମାତ୍ର ମଧ୍ୟମା ପରୀକ୍ଷା ପାଇଁ ଫର୍ମ ପୂରଣ ଅଫ୍‌ଲାଇନ ମାଧ୍ୟମରେ ହେବ। ଏଥିପାଇଁ ନଭେମ୍ବର ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ସମୟସୀମା ଧାର୍ଯ୍ୟ କରାଯାଇଛି। ସଂସ୍କୃତ ଟୋଲ୍‌ର ହେଡ୍‌ ପଣ୍ଡିତମାନେ ଫର୍ମ ପୂରଣ କରି ବୋର୍ଡ ଶାଖା କାର୍ଯ୍ୟାଳୟରେ ନଭେମ୍ବର ୨୪ ତାରିଖ ସୁଦ୍ଧା ଦାଖଲ କରିବେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୁର ରାଉତରାୟଙ୍କ ପରିବାରରେ ଖୁସିର ଲହରୀ, ବାପା ହେଲେ ମନ୍ମଥ

ଭୁବନେଶ୍ବର,୪।୫: ବାପା ହେଲେ ମନ୍ମଥ ରାଉତରାୟ । ବିଜେଡି ନେତା ତଥା ପୂର୍ବତନ ପାଇଲଟ ମନ୍ମଥ ରାଉତରାୟଙ୍କ ଘରକୁ ଖୁସି ଆସିଛି । ରୋଜାଲିନ ପଟ୍ଟନାୟକ ଏକ ପୁତ୍ର…

ମମତାଙ୍କ ବଡ଼ ଦାବି, କହିଲେ ସନ୍ଧ୍ୟା ସୁଦ୍ଧା ବଦଳିଯିବ ଗେମ୍‌, ଅସଲ ଗଣତି କଭର କରୁନାହିଁ ଗଣମାଧ୍ୟମ!

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଭୋଟ ଗଣତି ଦିନ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ଅଟଳ ମନୋଭାବ ପ୍ରଦର୍ଶନ କଲେ। ଭବାନୀପୁରର TMC ପ୍ରାର୍ଥୀ ମମତା ବାନାର୍ଜୀ…

ଖାତାକୁ ଗଲା ସୁଭଦ୍ରା ଟଙ୍କା: ଏବେ କରନ୍ତୁ ଚେକ୍‌…

ଭୁବନେଶ୍ୱର,୪।୫: ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା। ୩ୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ମିଳିଲା ଟଙ୍କା। ୬୧ କୋଟିରୁ ଊର୍ଦ୍ଧ୍ବ…

ଅମାନତ ହରାଇବ TMC? ମ୍ୟାଜିକ ନମ୍ବର ପାର କଲା ଭାଜପା

କୋଲକାତା,୪।୫: ଏଥର ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ, ଭାରତୀୟ ଜନତା ପାର୍ଟି (ଭାଜପା) ଭୋଟରେ ବହୁମତ ହାସଲ କରୁଥିବା ପରି ମନେ ହେଉଛି। ସକାଳ ୧୦ଟା ସୁଦ୍ଧା, ଭାଜପା…

ସହିପାରିଲେନି…. ଚେନ୍ନାଇ DMK ମୁଖ୍ୟାଳୟରେ ଭୋଭୋ ହୋଇ କାନ୍ଦିଲେ ଷ୍ଟାଲିନଙ୍କ ସମର୍ଥକ, ତମ୍ବୁ ମଧ୍ୟ ଭାଙ୍ଗିଲେ

ଚେନ୍ନାଇ,୪।୫: ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହେବା ସହିତ, ତାମିଲନାଡୁରେ ସବୁଠାରୁ ଆକର୍ଷଣୀୟ ପ୍ରତିଯୋଗିତା ହେଉଥିବା ପରି ମନେ…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ବୟାନ, କହିଲେ ‘ଶିକ୍ଷିତ ହିନ୍ଦୁମାନେ ମମତାଙ୍କୁ ପ୍ରତ୍ୟାଖ୍ୟାନ କରିଥିଲେ’

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ବର୍ତ୍ତମାନ ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ଭାଜପା ବହୁମତ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ଅତିକ୍ରମ କରିଛି।…

ବାଲଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ମାରି ଜନଶୁଣାଣି କରାଇ ଦେଲେନି ଲୋକେ, ଫେରି ଆସିଲେ ଅଧିକାରୀ

ନନ୍ଦପୁର/ପାଡୁଆ,୪।୫( ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): ପୂର୍ବରୁ ଅନୁଷ୍ଠିତ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣିରେ ପଞ୍ଜୀକୃତ ପଞ୍ଚାୟତବାସୀଙ୍କ ସମସ୍ୟା ଓ ଅଭିଯୋଗର ସମାଧାନ ଏଯାବତ୍ ହୋଇପାରି ନାହିଁ…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ଏକାଠି ହୋଇ ବର୍ଷିଲେ ଶତାଧିକ ମହିଳା

ମହାକାଳପଡ଼ା,୪ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅଲେଖ ସୁନ୍ଦରୀ ପୀଠରେ ରବିବାର ୨୨ ନମ୍ବର ଜୋନସ୍ତରୀୟ ଭାଜପା ପକ୍ଷରୁ ଜନ ଆକ୍ରୋଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri