ଶିକ୍ଷକ କରୋନା ଚିହ୍ନଟ ପରେ ହାଇସ୍କୁଲରେ ପଡ଼ିଲା ତାଲା

ଭବାନୀପାଟଣା,୨୫।୩: ଭବାନୀପାଟଣା ଟାଉନ୍‌ ହାଇସ୍କୁଲର ଜଣେ ଶିକ୍ଷକ କୋଭିଡ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ସ୍କୁଲର ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ହୋମ୍‌ ଆଇସୋଲେଶନ୍‌ରେ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଅନ୍ୟପକ୍ଷେ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମହଲରେ ଭୟର ବାତାବରଣ ଦେଖାଦେଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀଙ୍କ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଛି। କର୍ମଚାରୀମାନେ ସ୍କୁଲ ଆସୁ ନ ଥିବାରୁ ସ୍କୁଲ ବନ୍ଦ ରହିଥିବା ଜିଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୌପଦାର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ...

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ...

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା...

ଆଜି ଉପକୂଳରେ ମାଡ଼ହେବ ‘ମିଗ୍‌ଜୋମ୍‌’: ଓଡ଼ିଶାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫ା୧୨ (ଅନିଲଦାସ):ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଏହି ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି...

ଓଲଟିଲା ପିକଅପ୍‌ ଭ୍ୟାନ: ୧୫ ଗୁରୁତର

ବଲାଙ୍ଗୀର,୫।୧୨: ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍‌ ଯାଉଥିବା ଏକ ପିକଅପ୍‌ ଭ୍ୟାନ...

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ...

ବାଘ ଭୟରେ ଦୋକାନ ବଜାର ବନ୍ଦ

ହାଟଡିହୀ,୪l୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ବାଘ ବୁଲୁଥିବା ଗୁଜବକୁ ନେଇ ଭୟର ବାତାବରଣ ଖେଳିଯାଇଛି। ଏହି ବ୍ଲକ ଅଧୀନ ବିଭିନ୍ନ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri