Categories: Video

୨୪ଘଣ୍ଟାରେ ପୃଥିବୀରେ ମାଡ ହେବ ସୌରଝଡ!

ଶକ୍ତିଶାଳୀ ସୌରଝଡ ଦ୍ରୁତ ଗତିରେ ପୃଥିବୀ ଆଡକୁ ମାଡି ଆସୁଛି । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଯେକୌଣସି ସମୟରେ ପୃଥିବୀକୁ ମାଡ କରିବା ଆକଳନ କରାଯାଉଛି । ଏହାର ପ୍ରଭାବରେ ସାଟେଲାଇଟ୍, ଜିପିଏସ୍ ନାଭିଗେଶନ, ମୋବାଇଲ ଫୋନ୍ ସିଗନାଲ ଏବଂ ସାଟେଲାଇଟ୍ ଟିଭି ପ୍ରଭାବିତ ହେବା ସହ ବିଦ୍ୟୁତ ସରବରାହ କିଛି ସମୟ ପାଇଁ ପ୍ରଭାବିତ ହୋଇପାରେ ।