Posted inଜାତୀୟ

ଯାତ୍ରୀବାହି ବସ ଉପରେ ଛିଡି ପଡିଲା ହାଇ ଟେନସନ ତାର, ଅନେକେ ମୃତ୍ୟୁ ଆଶଙ୍କା

ଗାଜିପୁର,୧୧।୩: ସୋମବାର ଉତ୍ତରପ୍ରଦେଶର ଗାଜିପୁରରେ ଏକ ବଡ଼ ଦୁଃଖଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହି ବସ ଉପରେ ହାଇ ଟେନସନ ତାର ପଡ଼ିଯିବା ପରେ ଉକ୍ତ ବସରେ ନିଆଁ ଲାଗିଯାଇଥିଲା। ବସରେ ଯାତ୍ରା କରୁଥିବା ଅନେକ ଲୋକଙ୍କର ମୃତ୍ୟୁ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଏହି ଘଟଣାଟି ମରହଦ ପୋଲିସ ଷ୍ଟେଶନ ଅଞ୍ଚଳର ମହାହାର ଧାମ ନିକଟରେ ଘଟିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଏହି ବିଷୟରେ ଅବଗତ ହୋଇଛନ୍ତି ଏବଂ ଅଧିକାରୀମାନଙ୍କୁ ଘଟଣାସ୍ଥଳରେ ପହଞ୍ଚିବା ଏବଂ ରିଲିଫ କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।
ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁଯାୟୀ ବସରେ ଏକ ବିବାହ ପାଇଁ ବରଯାତ୍ରୀ ଯାଉଥିଲେ। ତେବେ ଏହି ବସ କେଉଁଠୁ ଆସୁଥିଲା ଏବଂ କେଉଁଠାକୁ ଯାଉଥିଲା। ନିକଟରେ ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ଯେ ଜଣେ ଶିଶୁକୁ ଉଦ୍ଧାର କରାଯାଇପାରଛି। ବସରେ ଅନେକ ଲୋକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri