ହାଇଆଲର୍ଟ: ତୁରନ୍ତ କାବୁଲ ବିମାନ ବନ୍ଦର ଛାଡ଼ି ଚାଲି ଯାଆନ୍ତୁ

ଓ୍ବାଶିଂଟନ,୨୬।୮: ଆଫଗାନିସ୍ତାନର ରାଜଧାନୀ କାବୁଲ ବିମାନ ବନ୍ଦରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଆଶଙ୍କା ରହିଛି। ଏଣୁ ତୁରନ୍ତ ବିମାନ ବନ୍ଦର ଛାଡ଼ି ଚାଲିଯାଆନ୍ତୁ। ଆମେରିକା ସମେତ ପାଶ୍ଚାତ୍ୟ ଦେଶମାନେ ସେମାନଙ୍କ ନାଗରିକଙ୍କୁ ଏଭଳି ଚେତାବନୀ ଦେଇଛନ୍ତି।

କାବୁଲ ତାଲିବାନ୍‌ ନିୟନ୍ତ୍ରଣକୁ ଚାଲିଯିବା ପରେ ଅଗଷ୍ଟ ୧୫ରୁ ଆମେରିକା ନେତୃତ୍ୱରେ ବିମାନ ଯୋଗେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏଥି ଯୋଗୁ ପ୍ରାୟ ୯୦ ହଜାର ଆଫଗାନ ଓ ବିଦେଶୀ ନାଗରିକଙ୍କୁ ଆଫଗାନିସ୍ତାନରୁ ଉଦ୍ଧାର କରାଯାଇଛି।

ବିମାନ ବନ୍ଦର ବାହାରେ ପ୍ରବଳ ସଂଖ୍ୟାରେ ଲୋକ ଭିଡ଼ ଲଗାଇଛନ୍ତି। ଯେ କୌଣସି ମତେ ଦେଶ ଛାଡ଼ି ଚାଲି ଯିବାକୁ ଉଦ୍ୟମ କରୁଛନ୍ତି ଆଫଗାନ ନାଗରିକମାନେ। ଏଭଳି ସ୍ଥିତି ଯୋଗୁ ଯଥା ଶୀଘ୍ର ଉଦ୍ଧାର କାର୍ଯ୍ୟ ଶେଷ କରି ସେନାକୁ ଫେରାଇ ଆଣିବାକୁ ଚାହୁଁଥିବା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସ୍ପଷ୍ଟ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri