ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୧୧।୪ (ବ୍ୟୁରୋ): ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାର ସର୍ତ୍ତମୂଳକ ଜାମିନ ମିଳିଛି। ନୟାପଲ୍ଲୀ ଥାନା ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତଦନ୍ତରେ ସହଯୋଗ କରିବା ସହ  ବାହାରକୁ ନ ଯିବାକୁ କୋର୍ଟଙ୍କ କଡ୍ଡା  ନିର୍ଦ୍ଦେଶ ରହିଛି

ସୂଚନାଯୋଗ୍ୟ, ବ୍ଲାକମେଲିଂ ଓ ଆର୍ଥିକ ହେରଫେର୍‌ ମାମଲାରେ ଅର୍ଚ୍ଚନାଙ୍କୁ ଗିରଫ କରାଯାଇଥିଲା। ଗତ ମାର୍ଚ୍ଚ ମାସରେ ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁଙ୍କୁ ମଧ୍ୟ ଜାମିନ ମିଳିଥିଲା। ତାଙ୍କୁ ହାଇକୋଟ ସର୍ତ୍ତମୂଳକ ଜାମିନ ପ୍ରଦାନ ଦେଇଥିଲେ । ୩ଟି ମାମଲାରୁ ଗୋଟିଏ ମାମଲାରେ ଜାମିନ ମିଳିଥିବାରୁ ଜଗବନ୍ଧୁଙ୍କୁ ଏବେ ମଧ୍ୟ ଜେଲ୍‌ରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧକଲେ ନବୀନ ‘ରାଜାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ’

ଭୁବନେଶ୍ୱର,୨୪।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri