Posted inଜାତୀୟ

ଲଖିମପୁର ହିଂସା: ଗୃହ ରାଜ୍ୟ ମନ୍ତ୍ରୀଙ୍କ ପୁଅଙ୍କୁ ମିଳିଲା ଜାମିନ

ଲକ୍ଷ୍ନୌ,୧୦।୨: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସା ମାମଲାରେ କେନ୍ଦ୍ରୀୟ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଜାମିନ ମିଳିଛି। ଗୁରୁବାର ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ ଆଶିଷ ମିଶ୍ରାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ମଙ୍ଗଳବାର ହାଇକୋର୍ଟ ଏହି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ। ହେଲେ ଗୁରୁବାର କୋର୍ଟ ଏହି ମାମଲାର ରାୟ ଶୁଣାଇଛନ୍ତି। ଆସନ୍ତାକାଲି ଆଶିଷ ଜେଲ୍‌ରୁ ମୁକୁଳିପାରନ୍ତି ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଗତବର୍ଷ ଅକ୍ଟୋବରରେ ଲଖିମପୁର ଖେରି ହିଂସା ମାମଲାରେ ଆଶିଷ ମିଶ୍ରାଙ୍କୁ ପୋଲିସ ଗିରଫ କରିଥିଲା। ଉତ୍ତରପ୍ରଦେଶ ଏସ୍‌ଆଇଟି ଏହି ମାମଲାର ଯାଞ୍ଚ କରି ୫ହଜାର ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?