ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା ନଜରକୁ ଆସିବା ପରେ ଏମିତି ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ।

ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା ବିଭାଗର ଅନୁଧ୍ୟାନ ବେଳେ କଟକ ଜିଲାର ୨ ସଂସ୍କୃତ ଅନୁଦାନପ୍ରାପ୍ତ କଲେଜରେ ଖଟି କରୁଥିଲେ ଅଧ୍ୟାପକ। କ୍ଲାସ ନ କରି ଅଧ୍ୟାପକ ଚେୟାର ବସି ମୋବାଇଲ୍‌ରେ ବ୍ୟସ୍ତ ଥିଲେ। ଏହି ଘଟଣା ପରେ ଉଚ୍ଚଶିକ୍ଷ ବିଭାଗ ତତ୍ପର ହୋଇପଡିଛି। ଆଗକୁ କଲେଜରେ କ୍ଲାସ ନକ ରି ଖଟି କରୁଥିଲେ ଉଚ୍ଚଶିକ୍ଷା ବିଭାଗ କଠୋର କାର୍ଯ୍ୟାନୁଷ୍ଠାନ ନେବା ସହ ଦରମା ବନ୍ଦ କରିଦିଆଯାଇପାରେ। ଏନେଇ ସବୁ ସରକାରୀ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri