ମାଟ୍ରିକ୍‌ରେ ରଖିଥିଲେ ଅଧିକ ମାର୍କ: ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ପାଟଣା,୨୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜା ଗ୍ରାମର ଜଗବନ୍ଧୁ ମୁଣ୍ଡା(୧୫)ଙ୍କର ଶୁକ୍ରବାର କଟକ ବଡ଼ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।
ସୂଚନା ଅନୁଯାୟୀ ଜଗବନ୍ଧୁ ଢେଙ୍କାନାଳର ଆଞ୍ଚଳିକ ବିଦ୍ୟାନିକେତନ ସୁନ୍ଦରମୁଣ୍ଡିରେ ଦଶମ ଶ୍ରେଣରେ ପଢୁଥିଲେ। ମାଟ୍ରିକ୍‌ ପରୀକ୍ଷାଫଳ ବାହାରିବା ପରେ ଗତ ସୋମବାର ନିଜ ଭିଣୋଇଙ୍କ ସହ ସ୍କୁଲରୁ ସାର୍ଟିଫିକେଟ ଧରି ବାଇକ୍‌ରେ ଫେରୁଥିବା ବେଳେ ଏକ ବଳଦ ସହ ଧକ୍କା ହୋଇଥିଲା। ଏଥିରେ ସେ ଗୁରୁତର ହୋଇ ପ୍ରଥମେ କାମାକ୍ଷାନଗର ହସ୍ପିଟାଲ, ପରେ ଢେଙ୍କାନାଳରୁ କଟକ ସ୍ଥାନାନ୍ତର ହୋଇ ଆଇସିୟୁରେ ରହି ଚିକିତ୍ସା ହେଉଥିଲେ। ଶୁକ୍ରବାର ବିଳମ୍ବିତ ରାତ୍ରିରେ ତାଙ୍କର ମୃତ୍ୟୁ ଘଟିଛି। ମାଟ୍ରିକ୍‌ରେ ସେ ଗାଁରେ ସର୍ବୋଚ୍ଚ ମାର୍କ ରଖିଥିବା ଛାତ୍ର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା କଟକଣା ବୁଡ଼ାଇଛି ବ୍ୟବସାୟ

ଦେଓଗାଁ,୧୯ା୮(ଡି.ଏନ.ଏ.)  – ବଲାଙ୍ଗୀର ଜିଲା ସଦର ଓ ଦେଓଗାଁ ବ୍ଲକ ଅଞ୍ଚଳରେ ବସବାସ କରୁଥିବା ବାଉଁଶ କାରିଗରମାନେ କରୋନା କଟକଣା ଯୋଗୁ ସଙ୍କଟରେ ପଡିଛନ୍ତି। ଏଥିପାଇଁ...

ବାଲିଗୁଡ଼ା ଏସ୍‌ଡିପିଓଙ୍କ ଦାରିଙ୍ଗବାଡ଼ି ଥାନା ପରିଦର୍ଶନ: ଚୋରାମଦ କାରବାର ରୋକିବା ଦିଗରେ ଆଲୋଚନା

ଦାରିଙ୍ଗବାଡ଼ି,୧୭।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାକୁ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ପରିଦର୍ଶନ କରିଛନ୍ତି। ସେ ଏସ୍‌ଡିପିଓ ଭାବେ ବାଲିଗୁଡ଼ା ଉପଖଣ୍ଡ କାର୍ଯ୍ୟାଳୟରେ ଯୋଗଦେବା...

ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା

ସୋନପୁର,୨୬।୧୧: ସୋନପୁର ଜିଲା ଜାତୀୟ ରାଜପଥ ୫୭ର ସୁବର୍ଣ୍ଣପୁରର ବ୍ଲକ ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀ ବସ ଓ ଟ୍ରକ ମୁହାଁମୁହିଁ...

ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

ଆନନ୍ଦପୁର,୨୪।୫(ସ୍ବ.ପ୍ର.): ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀର ବିଜୟୀ ବିଧାୟକ ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ...

ଆଇସ୍‌କ୍ରିମ୍‌ ଫ୍ୟାକ୍ଟ୍ରିରେ ଗ୍ୟାସ ଦୁର୍ଘଟଣା: ପୁଅ ମୃତ, ବାପା ଗୁରୁତର

ବାଙ୍କୀ, ୧୮।୭(ଡି.ଏନ୍‌.ଏ)- କଟକ ଜିଲା ବାଙ୍କୀ ଚର୍ଚ୍ଚିକାସାହିରେ ଥିବା ଏକ ଆଇସ୍‌କ୍ରିମ୍‌ ଫ୍ୟାକ୍ଟିରେ ଶନିବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ପୁଅ ସ୍ମୃତିରଞ୍ଜନ ସୁବୁଦ୍ଧି(୨୫)ଙ୍କ ମୃତ୍ୟୁ...

କରୋନା ସହାୟତା: ଓସିଏ ସଭାପତି ଦେଲେ ୧ କୋଟି

କଟକ ଅଫିସ,୨୬।୩- କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଉଦ୍ୟମ ଜାରି ରହିଛି । ରାଜ୍ୟରେ ସ୍ବାସ୍ଥ୍ୟ ସେବାର ବିଶାଳ ଭିତ୍ତିଭୂମି...

ହଳଦିଆ ବାହାଳରେ ହାତୀ ଆତଙ୍କ

ଓଡ଼ାପଡ଼ା,୧୯।୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମେରାମଣ୍ଡଳୀ ସେକ୍ସନ ଅଞ୍ଚଳରେ ୬୦ ହାତୀ ଉପଦ୍ରବ ଚଳାଇଛନ୍ତି। ଫଳରେ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ବୁଧବାର ପ୍ରାୟ...

ଅନିଶ୍ଚିତତାରେ ସୁବର୍ଣ୍ଣରେଖା ବନ୍ଦର

ଭୋଗରାଇ, ୧୭ା୧୦: ୨୦୦୬ ଡିସେମ୍ବର ୧୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଗରାଇ ଥାନାଛକଠାରେ ଏକ ସଭାରେ ସମ୍ବୋଧିତ କରି ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ମୁହାଣ ଭୋଗରାଇର...

Advertisement
Archives

Model This Week