ମହାମାରୀ ସମୟରେ ବି ସର୍ବାଧିକ ମୃତ୍ୟୁଦଣ୍ଡ…

ରିୟାଦ,୨୧।୪: କରୋନା ସଂକ୍ରମଣରେ ଲୋକଙ୍କ ମୃତ୍ୟୁ ମହାମାରୀରେ ହେଉଥିବାବେଳେ ପୃଥିବୀର ବିଭିନ୍ନ ଦେଶରେ ଦୋଷୀଙ୍କ ମୃତ୍ୟୁ ଦଣ୍ଡାଦେଶ ବି ଯଥେଷ୍ଟ ବଢ଼ିଛି। ଏହି ସଙ୍କଟ ସମୟରେ ପୃଥିବୀର ୪ ଦେଶରେ ଅଧିକ ଦୋଷୀଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଛି। ଏନେଇ ଏମନେଷ୍ଟି ଇଣ୍ଟରନ୍ୟାଶନାଲ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୨୦ରେ ପୃଥିବୀରେ ୪୮୩ ଲୋକଙ୍କୁ ମୃତ୍ୟୁଦଣ୍ଡ ମିଳିଛି। ସେଥିମଧ୍ୟରୁ ୫ ଶୀର୍ଷ ଦେଶ ତାଲିକାରେ ସୌଦି, ମିଶର, ଇରାକ ଏବଂ ଇରାନ ଆଦି ଦେଶ ରହିଛନ୍ତି। ଏସବୁ ଦେଶରେ ୪୨୫ ଜଣଙ୍କୁ ମୃତ୍ୟୁଦଣ୍ଡ ମିଳିଛି। ଚାଇନା ପକ୍ଷରୁ ୨୦୨୦ରେ କେତେ ଜଣଙ୍କୁ ମୃତ୍ୟୁଦଣ୍ଡ ମିଳିଛି ତାହାର ସୂଚନା ପ୍ରଦାନ କରାଯାଇ ନାହିଁ। ୨୦୧୯ରେ ମଧ୍ୟପ୍ରାଚ୍ୟ ଏବଂ ଆଫ୍ରିକାରେ ୫୭୯ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ କରାଯାଇଥିଲା। ପଥର ଫିଙ୍ଗି, ଗୁଳି କରି, ଇଞ୍ଜେକଶନ ଦେଇ, ମୁଣ୍ଡକାଟି, ଫାଶୀ ଦେଇ ଦୋଷୀଙ୍କୁ ବିଭିନ୍ନ ଅପରାଧରେ ହତ୍ୟା କରାଯାଇଥିବା ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

୨୦୨୭ରେ ମେଷ ରାଶିକୁ ଯିବେ ଶନି: ବର୍ଷ ଆରମ୍ଭରୁ ଆର୍ଥିକ ସମସ୍ୟାରେ ବୁଡିରହିବେ ଏହି ରାଶି, ଏମାନଙ୍କ ଉପରେ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଅନୁଶାସନ, କର୍ମ ଓ ନ୍ୟାୟର ଗ୍ରହ ବୋଲି ମନେ କରାଯାଏ। ଅନ୍ୟ ଗ୍ରହଙ୍କ ତୁଳନାରେ ଶନିଙ୍କ ଗତି ଧୀର ହୋଇଥିବାରୁ ତାଙ୍କ…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…

୩ ସନ୍ତାନର ମା’ଙ୍କୁ ୨୫ ବର୍ଷୀୟା ଯୁବତୀଙ୍କ ସହ ହେଲା ପ୍ରେମ! ସ୍ବାମୀ-ବାପଘର ଛାଡ଼ି କହିଲେ- ଏବେ ତାଙ୍କ ସହ…

କାନପୁର,୧୮।୯: କାନପୁରର ମହାରାଜପୁର ଅଞ୍ଚଳରୁ ଏକ ଘଟଣା ଏବେ ଚର୍ଚ୍ଚାରେ। ତିନି ସନ୍ତାନର ଜଣେ ମା’ ସୱାମୀ ଓ ବାପଘରକୁ ଫେରିବା ପରିବର୍ତ୍ତେ ପ୍ରାୟ ଏକ ବର୍ଷ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?