Posted inଜାତୀୟ

ଭାରତ ନିର୍ମାଣ କରିଛି ବିଶ୍ୱର ସର୍ବୋଚ୍ଚ ରାସ୍ତା: ଏଠାରୁ ଚାଇନା ଉପରେ ରଖାଯିବ କଡ଼ା ନଜର

ନୂଆଦିଲ୍ଲୀ,୧୪ା୯: ଭାରତ ଏପରି ଏକ ରାସ୍ତା ନିର୍ମାଣ କରିଛି, ଯାହା ବିର୍ଶ୍ୱର ସବୁଠୁ ଉଚ୍ଚ ରାସ୍ତା। ଏହି ରାସ୍ତାର ବିଶେଷ କଥା ହେଉଛି,ଏଠାରୁ ଚାଇନାର ପ୍ରତ୍ୟେକ କାର୍ଯ୍ୟକଳାପ ବା ଚାଲ୍‌ ପ୍ରତି କଡ଼ା ନଜର ରଖାଯାଇପାରିବ। ଏତଦ୍‌ବ୍ୟତୀତ ସୀମାନ୍ତରେ ନିଯୁକ୍ତ ହୋଇଥିବା ଆମର ସୈନିକମାନଙ୍କ ନିକଟରେ ଶୀଘ୍ର ଅସ୍ତ୍ରଶସ୍ତ୍ର ପହଞ୍ଚିପାରିବ। ଆସନ୍ତୁ ଜାଣିବା ଏହି ରାସ୍ତା ସମ୍ପର୍କରେ…

ଭାରତ ନିର୍ମାଣ କରିଥିବା ସର୍ବୋଚ୍ଚ ରାସ୍ତାର ନାମ ହେଲା ମାନା ପାସ୍‌ ରୋଡ୍‌। ଏହି ରାସ୍ତା ଉତ୍ତରାଖଣ୍ଡର ଚମୋଲି-ଗର୍‌ଓ୍ବାଲ ଜିଲାର ଚାଇନା ସୀମା ନିକଟରେ ୧୮,୧୯୨ ଫୁଟ ଉଚ୍ଚରେ ଅବସ୍ଥିତ। ଏହି ରାସ୍ତା ନିର୍ମାଣ ପରେ ଭାରତ ଚାଇନା ସୀମା ଆଡ଼କୁ ଦୃଢ଼ ସ୍ଥିତିରେ ପହଞ୍ଚିଛି। ମାନା ପାସ୍‌ ହେଉଛି ଏନ୍‌ଏଚ୍‌ -୫୮ର ଶେଷଭାଗ। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫,୫୪୫ ମିଟର ଏବଂ ୧୮,୧୯୨ ଫୁଟ ଉଚ୍ଚରେ ରହିଛି। ଏହା ଉତ୍ତରାଖଣ୍ଡର ପ୍ରସିଦ୍ଧ ବଦ୍ରିନାଥ ମନ୍ଦିର ନିକଟରେ ଅବସ୍ଥିତ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨୯ରୁ ବଦଳିଯିବ ଏହି ୫ ରାଶିଙ୍କ ଭାଗ୍ୟ: ହେବ ଧନ ବର୍ଷା, ବ୍ୟାପାର-କ୍ୟାରିୟରରେ…

ଜୁଲାଇ ୨୯ରେ ଧନ, ସୁଖ ଏବଂ ବୈଭବର କାରକ ଗ୍ରହ ଶୁକ୍ର ଏବଂ ସାହସ, ଶକ୍ତି ତଥା କର୍ମର କାରକ ଗ୍ରହ ମଙ୍ଗଳ ପରସ୍ପରଠାରୁ ୯୦ ଡିଗ୍ରୀ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

କାଲିଠୁ ଶ୍ରାବଣ ଆରମ୍ଭ: ପ୍ରଥମ ଦିନରେ କରନ୍ତୁ ଏହି ୩ ସହଜ କାମ, ମହାଦେବଙ୍କ କୃପାରୁ ଚମକିବ ଭାଗ୍ୟ!

ହିନ୍ଦୁ ଧର୍ମରେ ଶ୍ରାବଣ ମାସକୁ ଦେବଦେବ ମହାଦେବଙ୍କ ଆରାଧନା ପାଇଁ ସବୁଠାରୁ ପବିତ୍ର ଓ ଗୁରୁତ୍ୱପୂର୍ଣ୍ଣ ମାସ ଭାବେ ବିବେଚନା କରାଯାଏ। ଚଳିତ ବର୍ଷ ଜୁଲାଇ ୩୦…

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ରୀଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri