ଉଚ୍ଚ ଶିକ୍ଷିତା ଯୁବତୀ ବିବାହ କରିବାକୁ ଅମଙ୍ଗ, ଚିନ୍ତାରେ ଜାପାନ ସରକାର…

ଟୋକିଓ,୧୩।୭ : ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ ଏବଂ ଗଣିତ (ଷ୍ଟେମ) ପାଠ୍ୟକ୍ରମ ସହିତ ଜଡ଼ିତ ଥିବା ଜାପାନର ଉଚ୍ଚଶିକ୍ଷିତାରେ ବିବାହ ଯୋଗ୍ୟା ଯୁବତୀମାନଙ୍କର ବହୁତ ଅଭାବ ରହିଛି। ଏହାର କାରଣ ହେଉଛି ଭୁଲ ଧାରଣା ଷ୍ଟେମ କରୁଥିବା ସ୍ମାର୍ଟ ଯୁବତୀମାନେ ବିବାହ କରନ୍ତି ନାହିଁ। ଅନ୍ୟ ଅର୍ଥରେ, ଷ୍ଟେମ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଯୁବତୀମାନେ ପାଇଁ ବିବାହ କରିବା ଏବଂ ସନ୍ତାନ ଜନ୍ମ କରିବାକୁ କଳଙ୍କ ଭାବେ ବିବେଚନା କରୁଛନ୍ତି। ଏହି କାରଣରୁ, ତାଙ୍କ କ୍ୟାରିୟରରେ ଅଗ୍ରଗତି ବନ୍ଦ ହୋଇଯାଏ ବୋଲି ସେମାନେ ଚିନ୍ତା କରୁଛନ୍ତି। ତେଣୁ ଅଧିକାଂଶ ଉଚ୍ଚ ଶିକ୍ଷିତା ଯୁବତୀ ବିବାହ କରିବାକୁ ଅମଙ୍ଗ ହେଉଛନ୍ତି। ଫଳରେ ଏନେଇ ଜାପାନ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ଜାପାନରେ ଜନ୍ମ ହାର ନକାରାତ୍ମକ ହୋଇଯାଇଛି। ଏହାକୁ ଦୂର କରିବା ପାଇଁ ସରକାର ଯୁବବର୍ଗମାନଙ୍କୁ ବିବାହ କରିବାକୁ ଏବଂ ଅଧିକ ସନ୍ତାନ ଜନ୍ମ କରିବାକୁ ଉତ୍ସାହିତ କରୁଛନ୍ତି। ଏଥି ସହିତ, ଷ୍ଟେମ କ୍ଷେତ୍ରରେଝିଅମାନଙ୍କର ଅଭାବ ଜାପାନୀ କମ୍ପାନୀଗୁଡିକରେ ଦେଖିବାକୁ ମିଳିଛି। କମ୍ପାନୀଗୁଡିକ ଆକଳନ କରିଛନ୍ତି ନୂତନତ୍ୱ, ଉତ୍ପାଦକତା ଏବଂ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସେମାନେ ବିଶ୍ୱରେ ପଛରେ ଅଛନ୍ତି। କାରଣ ଏହି କ୍ଷେତ୍ରରେ ମହିଳାଙ୍କ ଅଂଶଗ୍ରହଣ ହ୍ରାସ ପାଉଛି। କେବଳ ଆଇଟି କ୍ଷେତ୍ରରେ ୨୦୩୦ ସୁଦ୍ଧା ଜାପାନରେ ୭,୯୦,୦୦୦ କର୍ମଚାରୀଙ୍କ ଅଭାବ ରହିବ। ଟୋକିଓ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜିର ଡେପୁଟି ହେଡ ଜୁନ ଇଚି ଇମୁରା କହିଛନ୍ତି ଆମକୁ ୨୦୫୦ ଟାର୍ଗେଟକୁ ଦୃଷ୍ଟିରେ ରଖି ଏହି ବ୍ୟବଧାନକୁ ଦୂର କରିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri