Posted inଜାତୀୟ

୨୦୨୩ କର୍ନାଟକ ବିଧାନସଭା ନିର୍ବାଚନରେ ହିଜାବ୍‌ ହୋଇପାରେ ମୁଖ୍ୟ ପ୍ରସଙ୍ଗ !…

ବେଙ୍ଗାଲୁରୁ,୧୭।୩ : କର୍ନାଟକରେ ୨୦୨୩ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନରେ ହିଜାବ୍‌ ଏକ ମୁଖ୍ୟ ପ୍ରସଙ୍ଗ ହୋଇପାରେ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରୁଛନ୍ତିି। ଗୋଟିଏ ପଟେ ଦକ୍ଷିଣ କନ୍ନଡ ଅଞ୍ଚଳର ଏକ ବୃହତ ବର୍ଗ ଅନୁଭବ କରୁଛନ୍ତି ଯେ ହିଜାବ୍‌ ବିବାଦ ନ୍ୟାୟ ପାଇଁ ଲଢ଼େଇ ପରିବର୍ତ୍ତେ ରାଜନୈତିକ ପ୍ରସଙ୍ଗ ପାଲଟିବାରେ ଲାଗିଛି।

ଅପରପକ୍ଷରେ, ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ ଭଳି ରାଜନୈତିକ ଦଳ କହୁଛନ୍ତି ଯେ ୨୦୨୩ରେ ହେବାକୁ ଥିବା କର୍ନାଟକ ବିଧାନସଭା ନିର୍ବାଚନରେ ଏହାର କୌଣସି ପ୍ରଭାବ ପଡ଼ିବ ନାହିଁ। ତେବେ ନିର୍ବାଚନରେ ଯୁବବର୍ଗର ଭୋଟରଙ୍କ୍‌ ଉପରେ ଏହା ପ୍ରଭାବ ପକାଇବାର ଯଥେଷ୍ଟ ସମ୍ଭବାନା ରହିଛି।

୨୦୧୮ ବିଧାନସଭା ନିର୍ବାଚନରେ ଭାଜପା ଉଡୁପି ଜିଲ୍ଲାର ସମସ୍ତ ୫ଟି ସିଟ ଜିତିଛି। ଦକ୍ଷିଣ କନ୍ନଡ ଅଞ୍ଚଳରେ ୮ ଟି ବିଧାନସଭା ସିଟ ମଧ୍ୟରୁ ୭ ଟି ଭାଜପା ଖାତାକୁ ଯାଇଥିବାବେଳେ କଂଗ୍ରେସ ମାତ୍ର ଗୋଟିଏ ସିଟ ପାଇଥିଲା। ଏଥି ସହିତ, ୨୦୧୩ କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଉଡୁପିରେ ୩ ଟି ଏବଂ ଦକ୍ଷିଣ କନ୍ନଡରେ ୭ ଟି ଆସନ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri