Posted inଜାତୀୟ

‘କେବଳ ହିଜାବ୍‌ ଉପରେ କଟକଣା; ଓଢ଼ଣି, ପଗଡ଼ି କାହିଁକି ନୁହେଁ’

ବାଙ୍ଗାଲୁରୁ,୧୬।୨: ଶିକ୍ଷାନୁଷ୍ଠାନରେ ହିଜାବ କଟକଣା ପ୍ରସଙ୍ଗର ଶୁଣାଣି କରୁଥିବା କର୍ନାଟକ ହାଇକୋର୍ଟ ବୁଧବାର ମୁସଲିମ ଛାତ୍ରୀଙ୍କ ପକ୍ଷର ଉପସ୍ଥାପନା ଶୁଣିଛନ୍ତି। ମୁଖ୍ୟ ବିଚାରପତି ରିତୁ ରାଜ ଅଓ୍ବସ୍ଥିଙ୍କୁ ନେଇ ଗଠିତ ଖଣ୍ଡପୀଠଙ୍କୁ କାହିଁକି କେବଳ ହିଜାବକୁ ଟାର୍ଗେଟ କରାଯାଉଛି ବୋଲି ପ୍ରଶ୍ନ କରିଛନ୍ତି ବରିଷ୍ଠ ଓକିଲ ରବି ବର୍ମା କୁମାର।

“ଅନେକ ଭାରତୀୟ ସେମାନଙ୍କ ପୋଷାକ ଜରିଆରେ ନିଜ ଧର୍ମକୁ ପ୍ରକାଶ କରନ୍ତି। ମୁଁ କେବଳ ସମାଜର ସମସ୍ତ ବିଭାଗରେ ଧାର୍ମିକ ପ୍ରତୀକକୁ ବିସ୍ତୃତ ବିବିଧତା ବିଷୟରେ କହୁଛି। ଏହି ସରକାର କ’ଣ ପାଇଁ କେବଳ ହିଜାବ ପଛରେ ପଡ଼ିଛନ୍ତି ଏବଂ ଶତ୍ରୁ ଭଳି ଭେଦଭାବ କରୁଛନ୍ତି? କେବଳ ଧର୍ମ କାରଣରୁ ଆବେଦନକାରୀଙ୍କୁ କ୍ଲାସରୁମ୍‌ରୁ ବିଦା କରାଯାଇଛି। ଯେଉଁମାନେ ମଥାରେ ବିନ୍ଦି ଲଗାଉଛନ୍ତି, ହାତରେ ଚୁଡ଼ି ପିନ୍ଧୁଛନ୍ତି ସେମାନଙ୍କୁ ବିଦା କରାଯାଉ ନାହିଁ। କ୍ରସ୍‌ ପିନ୍ଧିଥିବା ଖ୍ରୀଷ୍ଟିଆନଙ୍କ ସହ ମଧ୍ୟ ଏଭଳି କରାଯାଉ ନାହିଁ। କାହିଁକି କେବଳ ଏହି ଝିଅମାନଙ୍କୁ ବିଦା କରାଯାଉଛି ? ଏହା ସମ୍ବିଧାନର ୧୫ତମ ଧାରାକୁ ଉଲ୍ଲଂଘନ କରୁଛି” ବୋଲି ବରିଷ୍ଠ ଓକିଲ ରବି ବର୍ମା କହିଛନ୍ତି।

ସେ ଆହୁରି କହିଛନ୍ତି, “ଓଢ଼ଣିକୁ ଅନୁମତି ଅଛି, ଚୁଡ଼ିକୁ ଅନୁମତି ଅଛି। କେବଳ ହିଜାବ କାହିଁକି? ଜଣେ ଶିଖର  ପଗଡ଼ି ଏବଂ ଖ୍ରୀଷ୍ଟିଆନଙ୍କ କ୍ରସ କାହିଁକି ନୁହେଁ?


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri