Posted inଜାତୀୟ

ସ୍କୁଲ, କଲେଜ ପାଖରେ ଆନ୍ଦୋଳନ ମନା

ନୂଆଦିଲ୍ଲୀ,୯।୨: ଶିକ୍ଷାନୁଷ୍ଠାନରେ ହିଜାବ ତଥା ମୁଣ୍ଡକୁ ଘୋଡ଼ାଇବା ପାଇଁ ସ୍କାର୍ଫର ବ୍ୟବହାରକୁ ନେଇ ଚାଲିଥିବା ବୁଧବାର ସଂସଦରେ ପହଞ୍ଚିଛି। କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ସ୍କୁଲ, କଲେଜ ଭଳି ଶିକ୍ଷାନୁଷ୍ଠାନ ପାଖରେ ଛାତ୍ରୀଛାତ୍ରଙ୍କ ଏକତ୍ରୀତ ଏବଂ ଆନ୍ଦୋଳନ ଉପରେ କଟକଣା ଲଗାଇଛି ପୋଲିସ।

ଏହି ନିର୍ଦ୍ଦେଶନାମାରେ ସ୍କୁଲ, କଲେଜ ଭଳି ଶିକ୍ଷାନୁଷ୍ଠାନର ୨୦୦ ମିଟର ପରିଧି ମଧ୍ୟରେ ବିକ୍ଷୋଭ ଓ ଆନ୍ଦୋଳନ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି କଟକଣା ଆସନ୍ତା ୨ ସପ୍ତାହ ପାଇଁ ବଳବତ୍ତର ରହିବ।

ଉଡୁପି ଜିଲାର ଏକ ସରକାରୀ କଲେଜର ୫ ଜଣ ମହିଳା ହିଜାବ କଟକଣା ଉପରେ ପ୍ରଶ୍ନ ଉଠାଇ କର୍ନାଟକ ହାଇକୋର୍ଟରେ ଆବେଦନ କରିଥିଲେ। ଏହି ଆବେଦନର ଶୁଣାଣି ଦାୟତ୍ୱ ବୃହତ୍‌ ଖଣ୍ଡପୀଠକୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଚାରପତି କ୍ରିଷ୍ଣା ଦିକ୍ସିତ।


Enter your email to get our daily news in your inbox.

All Right Reserved By Dharitri.Com

ତୁମେ ମୋତେ ଭୋଟ୍‌ ଦିଅ, ମୁଁ ତୁମକୁ…

ନୂଆଦିଲ୍ଲୀ,୨୦ା୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଫସିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ତାଙ୍କ ବିରୋଧରେ ପୋଲିସ...

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri