Hike allowance: ଭତ୍ତା ବଢାଇଲେ ମୋହନ ସରକାର, ଏଣିକି ଏମାନଙ୍କୁ ମାସକୁ ମିଳିବ…

ଭତ୍ତା ବଢାଇଲେ ଓଡ଼ିଶା ସରକାର। ଏମାନଙ୍କ ପାଇଁ ବଡ଼ ଖୁସି ଖବର। ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ସରକାର ଦେଲେ ବଡ଼ ଭେଟି । ବଢିଲା ଭତ୍ତା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବଡ଼ ଘୋଷଣା କରାଯାଇଛି । କେବଳ ଭତ୍ତା ନୁହେଁ ବରଂ ଘରଭଡା ସହ ମେଡିକାଲ ଖର୍ଚ୍ଚ ବି ବହନ କରିବେ ସରକାର ।

 

Image

ଓଡ଼ିଶା ସରକାରଙ୍କ ପକ୍ଷରୁ ସେମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଭତ୍ତା ଯୋଗାଇଦିଆଯିବ । ଡାଏଟ ଭତ୍ତା ୯୦୦ ଟଙ୍କାରୁ ୧୪୦୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ମୋଟରସାଇକେଲ ଭତ୍ତା ୩୦୦ରୁ ୧୦୫୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିଭଳି ମୋବିଲିଟି ଭତ୍ତା ୧୫୦ରୁ ୩୦୦କୁ ବଢାଇଦିଆଯାଇଛି । କର୍ମଚାରୀଙ୍କୁ ମିଳୁଥିବା ରିସ୍କ ଭତ୍ତା ୪୦୦ରୁ ବୃଦ୍ଧି କରାଯାଇ ୧୦୦୦ ଟଙ୍କା ପ୍ରଦାନ କରାଯିବ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାଦ୍ୱାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri