ଚର୍ଚ୍ଚାରେ ଶମିତା

ବଲିଉଡ୍‌ରେ ଭାଗ୍ୟ ଏବଂ ପରିଶ୍ରମ ଏକାସାଙ୍ଗରେ କାମ କରିଥାଏ। ସୁପରହିଟ୍‌ ଫିଲ୍ମରୁ କ୍ୟାରିୟର ଆରମ୍ଭ କରିଥିଲେ ମଧ୍ୟ ଭାଗ୍ୟ ବେଳେ ବେଳେ ସାଥ୍‌ ଦେଇ ନ ଥାଏ। ଯେମିତିକି ଅଭିନେତ୍ରୀ ଶମିତା ଶେଟ୍ଟୀ। ଶମିତାଙ୍କ ବଡ଼ ଭଉଣୀ ଶିଳ୍ପା ଶେଟ୍ଟୀ ବଲିଉଡ୍‌ର ସଫଳ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ। ସେ ଅନେକ ବଡ଼ ବଡ଼ କଳାକାରଙ୍କ ସହ କାମ ମଧ୍ୟ କରିସାରିଛନ୍ତି। ଏହା ପରେ ଶମିତାଙ୍କୁ ବଡ଼ ପରଦାରେ ସୁଯୋଗ ମିଳିଥିଲା। ପ୍ରଥମ ଫିଲ୍ମ ‘ମହବତେ’ରେ ତାଙ୍କୁ ଶାହାରୁଖ୍‌ ଖାନ୍‌ଙ୍କ ସହ କାମ କରିବାର ସୁଯୋଗ ମିଳିଲା। କିନ୍ତୁ ପରେ ତାଙ୍କ କ୍ୟାରିୟର ଆଉ ସଫଳତାର ଶୀର୍ଷରେ ପହଞ୍ଚିପାରିଲା ନାହିଁ। ପ୍ରଥମ ଫିଲ୍ମ ପାଇଁ ଶମିତାଙ୍କୁ ପୁରସ୍କୃତ ମଧ୍ୟ କରାଯାଇଥିଲା। ହେଲେ ଏବେ ଶମିତା ପୁଣିଥରେ ଚର୍ଚ୍ଚାରେ ରହିଛନ୍ତି। ଏହି ଚର୍ଚ୍ଚା ତାଙ୍କର ଡିଜିଟାଲ କାମକୁ ନେଇ କରାଯାଉଛି। ଖୁବ୍‌ଶୀଘ୍ର ତାଙ୍କୁ ଏକ ଓ୍ବେବ୍‌ସିରିଜ୍‌ ‘ବ୍ଲାକ୍‌ ଓ୍ବିଡୋଜ୍‌’ରେ ଦେଖିବାକୁ ମିଳିବ। ଗତ ନଭେମ୍ବରରେ ଏହାର ଟ୍ରେଲର ରିଲିଜ୍‌ ହୋଇଥିଲା। ଏହି ଓ୍ବେବସିରିଜ୍‌ରେ ଶମିତାଙ୍କ ସହ ସ୍ବାସ୍ତିକା ମୁଖାର୍ଜୀ ଏବଂ ମୋନା ସିଂଙ୍କୁ ମଧ୍ୟ ଦେଖିବାକୁ ମିଳିବ। ଚଳିତ ମାସରେ ଏହା ପ୍ରସାରିତ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ପ୍ରଡକସନ୍‌ ହାଉସ୍‌ ଆରମ୍ଭ କଲେ ସୋହା

ମୁମ୍ବାଇ: ଖୁବ୍‌ଶୀଘ୍ର ଓ୍ବେବ ସିରିଜ୍‌ ମାଧ୍ୟମରେ ପରଦାକୁ ଫେରୁଛନ୍ତି ବଲିଉଡ୍‌ ନାୟିକା ସୋହା ଅଲି ଖାଁ। ଇତି ମଧ୍ୟରେ ସେ କିନ୍ତୁ ନିଜ ପ୍ରଡକସନ୍‌ ହାଉସ୍‌...

ଇନ୍‌ଷ୍ଟାଗ୍ରାମରେ ଗୋଟିଏ ପୋଷ୍ଟ ପାଇଁ ଏହି ଅଭିନେତ୍ରୀ ନିଅନ୍ତି କୋଟି କୋଟି ଟଙ୍କା

ମୁମ୍ବାଇ: ବଲିଉଡ୍‌ର ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରା ଜୋନସ୍‌ ବି ଟାଉନରେ ନିଜ କାମ ହେଉ ବା ଲଭ୍‌ଲାଇଫ୍‌କୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଫିଲ୍ମ, ବିଜ୍ଞାପନ,...

‘ତିନି ବର୍ଷ ଧରି ଡିପ୍ରେସନରେ ଥିଲି’

ବମ୍ବେ: ଅଭିନେତାଙ୍କ ପୁଅ ହେବା ସତ୍ତ୍ୱେ ବଲିଉଡରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ସହଜ ନୁହେଁ। କାରଣ ପିତାଙ୍କୁ ନେଇ ଦର୍ଶକମାନେ ତୁମକୁ ପ୍ରତିକ୍ଷଣ...

ଏହି ବଲିଉଡ୍‌ ନାୟକଙ୍କ ପ୍ରେମରେ ପଡିଥିଲେ କ୍ରିତି

ମୁମ୍ବାଇ: ବଲିଉଡ୍‌ ନାୟିକା କ୍ରିତି ସାନନ ୨୦୧୪ରେ ଫିଲ୍ମ ହିରୋପନ୍ଥି ମାଧ୍ୟମରେ ବଲିଉଡ୍‌ରେ ଏଣ୍ଟ୍ରି କରିଥିଲେ। ୩୦ ବର୍ଷରେ ପଦାର୍ପଣ କରିଥିବା ଏହି ନାୟିକା ଇଞ୍ଜିନିୟରିଂରେ...

ରିଚା ଚଢ଼ାଙ୍କ ଟୁଇଟକୁ ନେଇ ପ୍ରତିକ୍ରିୟା ରଖିଲେ ଅକ୍ଷୟ

ମୁମ୍ବାଇ,୨୪।୧୧: ବଲିଉଡ୍‌ ଅଭିନେତ୍ରୀ ରିଚା ଚଢ଼ାଙ୍କ ଏକ ବିବାଦୀୟ ଟୁଇଟକୁ ନେଇ ଏବେ ବିବାଦ ବଢ଼ିବାରେ ଲାଗିଛି। ଭାରତୀୟ ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର...

ଭାଇଙ୍କ ପାଇଁ ଭାବବିହ୍ବଳ ପୋଷ୍ଟ ଲେଖିଲେ ସାଜିଦ୍‌

ବଲିଉଡ୍‌ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ଅଚାନକ ପରଲୋକ ଘଟିଛି। ଏଥିରେ ଭାଙ୍ଗିପଡିଛନ୍ତି ତାଙ୍କ ଭାଇ ସାଜିଦ୍‌ ଖାନ୍‌। ସେ ହସ୍ପିଟାଲ୍‌ରେ ଚିକିତ୍ସିତ ଥିବା...

ଏକଦା ଧନୁଷଙ୍କ ସହିତ ଏହି ଅଭିନେତ୍ରୀଙ୍କ ପ୍ରେମ ସମ୍ପର୍କକୁ ନେଇ ହୋଇଥିଲା ଆଲୋଡ଼ନ: ଏମିତି କହିଥିଲେ ସ୍ତ୍ରୀ

ସାଉଥ ସୁପରଷ୍ଟାର ଧନୁଷ ଏବଂ ଐଶ୍ୱର୍ଯ୍ୟା ରଜନୀକାନ୍ତ ସେମାନଙ୍କର ୧୮ ବର୍ଷର ବିବାହ ସମ୍ପର୍କକୁ ସମାପ୍ତ କରିଛନ୍ତି। ଧନୁଷ ରଜନୀକାନ୍ତଙ୍କ ଝିଅ ଐଶ୍ୱର୍ଯ୍ୟା ରଜନୀକାନ୍ତଙ୍କୁ ୧୮...

ଗୁଡ୍ ନ୍ୟୁଜ ଦେବେ ସୋନମ!

ମୁମ୍ବାଇ: ବେଶ୍ କିଛିଦିନ ହେବ ବଲିଉଡ୍ ଦୁନିଆରୁ ଟିକେ ଦୂରେଇ ରହିଥିବା ସୋନମ କପୁର ଗୁଡ୍ ନ୍ୟୁଜ ଦେବେ ବୋଲି ଅନୁମାନ କରାଯାଉଛି । ନିକଟରେ...

Advertisement
Archives

Model This Week