Posted inଖେଳ

ହିମାଙ୍କୁ ପୋଲିସ ଡିଏସ୍‌ପି ନିଯୁକ୍ତି

ଗୁଆହାଟୀ, ୨୭ ୨ (ପି.ଟି.)-ଷ୍ଟାର ସ୍ପ୍ରିଣ୍ଟର ହିମା ଦାସ ଆସାମ ପୋଲିସରେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ପଦବୀରେ ନିଯୁକ୍ତି ପାଇଛନ୍ତି। ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କଠାରୁ ସେ ନିଯୁକ୍ତିପତ୍ର ଗ୍ରହଣ କରିଛନ୍ତି। ଏହି ଅବସରରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ପୋଲିସ ଡିଜିଙ୍କ ସମେତ ପୋଲିସ ବିଭାଗ ଏବଂ ରାଜ୍ୟ ସରକାରଙ୍କ ବହୁ ଉଚ୍ଚପଦାଧିକାରୀ ଉପସ୍ଥିତ ଥିଲେ। ଏହି ଅବସରରେ ନିଜର ପ୍ରତିକ୍ରିୟା ପ୍ରକାଶ କରି ୨୧ ବର୍ଷୀୟା ହିମା କହିଥିଲେ, ଜଣେ ପୋଲିସ ଅଫିସର ହେବା ଲାଗି ତାଙ୍କର ପିଲାଦିନରୁ ଏକ ଅଭିଳାଷ ଥିଲା। ଏସିଆନ ଗେମ୍ସ ରୌପ୍ୟ ବିଜୟିନୀ ତଥା ଜୁନିୟର ବିଶ୍ୱ ଚାମ୍ପିୟନ କହିଛନ୍ତି, ସେ ରାଜ୍ୟ ପୋଲିସରେ କାର୍ଯ୍ୟ କରିବା ସହ ପୂର୍ବଭଳି ଖେଳରେ ଅଧିକରୁ ଅଧିକ ଭଲ ପ୍ରଦର୍ଶନ କରିବା ଲାଗି ତାଙ୍କ ପ୍ରଚେଷ୍ଟା ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ବିଶ୍ୱକପ୍‌: ବାଂଲାଦେଶ ପାଇଁ କର ବା ମର ସ୍ଥିତି

ସାଉଥାମ୍ପ୍‌ଟନ,୨୪।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ବିଶ୍ୱକପ୍‌ର ୩୧ତମ ମ୍ୟାଚ୍‌ରେ ସୋମବାର ବାଂଲାଦେଶ ଓ ଆଫଗାନିସ୍ତାନ ପରସ୍ପରକୁ ଭେଟିବେ। ସ୍ଥାନୀୟ ରୋଜ୍‌ ବାଉଲ ଗ୍ରାଉଣ୍ଡରେ...

ଇତିହାସ ରଚିବା ଠାରୁ ୧୩୯ ରନ୍‌ ଦୂରରେ ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୩।୬: ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁସି) ଫାଇନାଲ। ୧୪୪ ବର୍ଷ ପରେ ବିଶ୍ୱକୁ ମିଳିବାକୁ ଯାଉଛି ପ୍ରଥମ ଟେଷ୍ଟ ଚାମ୍ପିୟନ।...

ଓ୍ବିଲିୟମସନ୍‌ ଶ୍ରେଷ୍ଠ ଦିନିକିଆ କ୍ରିକେଟର

ଅକ୍‌ଲାଣ୍ଡ,୩୦।୪ (ପି.ଟି.): ଅଧିନାୟକ କେନ୍‌ ଓ୍ବିଲିୟମସନ ଗୁରୁବାର ନ୍ୟୁଜିଲାଣ୍ଡର ଶ୍ରେଷ୍ଠ ଦିନିକିଆ ପ୍ଲେୟାର ଅଫ୍‌ ଦି ଇୟର ବିବେଚିତ ହୋଇଛନ୍ତି। ସାରା ବର୍ଷରେ ଦମ୍‌ଦାର ପ୍ରଦର୍ଶନ...

ରାଞ୍ଚି ରେ ଧୋନୀଙ୍କ ଅଭ୍ୟାସ

ନୂଆଦିଲ୍ଲୀ, ୮।୮-ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ)ରେ ସେପ୍ଟେମ୍ବରରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଆରମ୍ଭ ହେବାକୁ ଯାଉଛି। କରୋନା ଭାଇରସ ସଂକ୍ରମଣ ଜନିତ ଗାଇଡଲାଇନ୍‌କୁ ଦୃଷ୍ଟିରେ ରଖି...

ଅଶ୍ୱିନଙ୍କ ଅପେକ୍ଷାରେ ବିରଳ ରେକର୍ଡ

ନୂଆଦିଲ୍ଲୀ, ୨୭।୫: ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ଟେଷ୍ଟ ଚାମ୍ପିୟନ୍‌ଶିପ୍‌ (ଡବ୍ଲ୍ୟୁଟିସି)ର ପ୍ରଥମ ସଂସ୍କରଣରେ ସର୍ବାଧିକ ଉଇକେଟ ନେଇଥିବା ବୋଲର ହୋଇପାରନ୍ତି। ଏହି...

ସାଇନା, ଶ୍ରୀକାନ୍ତଙ୍କ ଅଲିମ୍ପିକ୍ସ ଖେଳିବା ଆଶା ଶେଷ

ନୂଆଦିଲ୍ଲୀ,୧୩।୫(ପି.ଟି.): ଭାରତୀୟ ତାରକା ବ୍ୟାଡ୍‌ମିଣ୍ଟନ ଖେଳାଳି କିଡାମ୍ବୀ ଶ୍ରୀକାନ୍ତ ଓ ମହିଳା ଖେଳାଳି ସାଇନା ନେହ୍ବାଲଙ୍କ ଟୋକିଓ ଅଲିମ୍ପିକ୍ସ ଖେଳିବା ଆଶା ଶେଷ ହୋଇଛି। ସିଙ୍ଗାପୁର...

ଗାଙ୍ଗୁଲିଙ୍କ ନଜରରେ ଏହି ଦୁଇ ଖେଳାଳି ଭାରତର ଶ୍ରେଷ୍ଠ ଉଇକେଟକିପର: ପ୍ରଶଂସାରେ କହିଲେ ଏଭଳି

ନୂଆଦିଲ୍ଲୀ,୨୭।୧୧: ଭାରତୀୟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅଗଷ୍ଟରୁ ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ଏହାପରେ ଭାରତୀୟ ଦଳରେ ଉଇକେଟ୍‌କିପର କିଏ...

କୋହଲିଙ୍କ ନାମରେ ବିରାଟ ରେକର୍ଡ

ଦୁବାଇ,୨୬।୯: ଭାରତୀୟ ଅଧିନାୟକ ବିରାଟ କୋହଲି ରବିବାର ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୫୧ ରନ୍‌ର ଅର୍ଦ୍ଧଶତୀୟ ଇନିଂସ ଖେଳିଥିଲେ। ଏହି ଅବସରରେ ଟି୨୦ କ୍ରିକେଟ (ଅନ୍ତର୍ଜାତୀୟ,...

Advertisement
Archives

Model This Week