Posted inଜାତୀୟ

ହିମାଚଳ ପ୍ରଦେଶରେ ଅମିତ ଶାହା କହିଲେ ମିଥ୍ୟା ପ୍ରତିଶ୍ରୁତି ଦିଏ କଂଗ୍ରେସ, ଏବେ ପ୍ରତିଥର ଫେରିବ ଭାଜପା

ଶିମଲା,୧୦ ।୧୧: ହିମାଚଳ ପ୍ରଧୋ ବିଧାନସଭା ବାଇଁ ଗୁରୁବାର ହେଉଛି ପ୍ରଚାର ପାଇଁ ଶେଷ ଦିନ । ଏହି କ୍ରମରେ ଗୁରୁବାର ସ୍ୱରାଷ୍ଟୟ ମନ୍ତ୍ରୀ ଅମିତ ଶାହା ହିମାଚଳର ସୁଲହରେ ଏକ ଜନସଭାକୁ ସମ୍ବୋଧିତ କରଛନ୍ତି । ଏଥିରେ ସେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି କଂଗ୍ରେସ ଚାରି-ଚାରି ପିଢି ପର୍ଯ୍ୟନ୍ତ ଶାସନ କଲା, ହେଲେ ‘ୱାନ ର‌୍ୟାଙ୍କ ୱାନ ପେନସନ’ର ଦାବିକୁ ପୂରଣ କରିପାରିଲା ନାହିଁ ।
ଉଦବୋଧନରେ ଶାହା କହିଛନ୍ତି, ନମେଭ୍ୱର ୯ ଭାରତ ଇତିହାସରେ ବହୁତ ମହତ୍ୱପୂର୍ଣ୍ଣ । ଆଜିର ଦିନରେ ଛତ୍ରପତି ବୀର ଶିବାଜୀ ମହାରାଜ ଆଫଜଲ ଖାଁଙ୍କୁ ମାରି ଗେରୁଆ ଉଡାଇଥିଲେ । ଆମ ସେନାର ଯବାନ ଓ ତାଙ୍କ ପରିଜନମାନେ ୪୦ ବର୍ଷ ହେବ ‘ୱାନ ର‌୍ୟାଙ୍କ, ୱାନ ପେନସନ’ ଦାବି କରିଥିଲେ । କଂଗ୍ରେସ ଚାରି-ଚାରି ପିଢି ପର୍ଯ୍ୟନ୍ତ ଶାସନ କଲ ହେଲେ ଏହି ଗୋଟିଏ ଦାବିକୁ ପୂରଣ କରି ପାରିଲା ନାହିଁ । ଆପଣମାନେ ୨୦୧୪ରେ ଯେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଧାନମନ୍ତ୍ରୀ କଲେ, ୨୦୧୫ରେ ମୋଦି ’ୱାନ ର‌୍ୟାଙ୍କ, ୱାନ ପେନସନ ଦେବାର କାମ କଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ସ୍ଥିରତାକୁ ଗୁରୁତ୍ୱ

ସିବିଆଇ ନିର୍ଦ୍ଦେଶକ ଭାବରେ ପ୍ରବୀଣ ସୁଦ୍‌ଙ୍କ କାର୍ଯ୍ୟକାଳ ଆଉ ୧ବର୍ଷ ବଢ଼ିିବା ଅପ୍ରତ୍ୟାଶିତ ନ ଥିଲା। ଔପଚାରିକ ଭାବରେ, ସରକାର ନିରନ୍ତରତା ଏବଂ ସ୍ଥିରତା ନାମରେ ଏହି…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri