Posted inଜାତୀୟ

ହିମାଚଳ ପ୍ରଦେଶ: ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କ ସମେତ ୧୫ ବିଧାୟକଙ୍କୁ ନିଲମ୍ବନ କଲେ ବାଚସ୍ପତି

ଶିମଲା,୨୮।୨: ହିମାଚଳ ପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଯାଇଛି। ଏହି ସମୟରେ ହିମାଚଳ ପ୍ରଦେଶ ବିଧାନସଭା ବାଚସ୍ପତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ଜୟରାମ ଠାକୁରଙ୍କ ସମେତ ୧୫ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକଙ୍କୁ ନିଲମ୍ବିତ କରି ଗୃହକୁ ସ୍ଥଗିତ ରଖିଛନ୍ତି। ବର୍ତ୍ତମାନ ରାଜ୍ୟରେ ବିରାଟ ରାଜନୈତିକ ଅସ୍ଥିରତା ଚାଲିଛି। କଂଗ୍ରେସ ସରକାରଙ୍କ ଉପରେ ସଙ୍କଟ ଦେଖାଦେଇଛି। ହିମାଚଳ ପ୍ରଦେଶରେ ରାଜ୍ୟସଭା ନିର୍ବାଚନରେ କଂଗ୍ରେସର ୬ ଜଣ ବିଧାୟକ କ୍ରସ୍‌ ଭୋଟିଂ କରିଥିବା କୁହାଯାଉଛି। ଯାହା ପରେ ଏହି ସବୁ ଘଟଣା ଆରମ୍ଭ ହୋଇଛି।

ହିମାଚଳ ପ୍ରଦେଶ ବିଧାନସଭା ବାଚସ୍ପତି ୧୫ ଜଣ ବିଧାୟକଙ୍କୁ ନିଲମ୍ବିତ କରି କହିଛନ୍ତି, ସେମାନଙ୍କ କାର୍ଯ୍ୟ ଅସଂସଦୀୟ। ଯାହା ଏହି ଗୃହ ଏବଂ ବିଧାନସଭାର ସମ୍ମାନକୁ କ୍ଷତି ପହଞ୍ଚାଇଛି ଏବଂ ଏହି ପରିସ୍ଥିତିରେ ଗୃହ ଚଳାଇବା ସମ୍ଭବ ନୁହେଁ। ସେ କହିଛନ୍ତି ମୁଁ ପ୍ରସ୍ତାବ ଦେଉଛି ଯେ ନିମ୍ନଲିଖିତ ସଦସ୍ୟମାନଙ୍କୁ ବିଧାନସଭା ଗୃହରୁ ବହିଷ୍କାର କରାଯାଉ, ଯାହାଫଳରେ ଏହି ସମ୍ମାନଜନକ ଗୃହର ପ୍ରକ୍ରିୟା ସୁରୁଖୁରୁରେ ସଞ୍ଚାଳନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri