ହିମାଚଳରେ ଖୋଲିଲା ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର

ଶିମଲା,୧୮।୨: ହିମାଚଳ ପ୍ରଦେଶରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଖୋଲିଛି। ପୂର୍ବରୁ ରାଜ୍ୟରେ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଖୋଲିଥିଲା। ଦୀର୍ଘ ଦିନ ପରେ ଗୁରୁବାର ସ୍କୁଲ ଖୋଲିବା ନେଇ ଛାତ୍ରୀଛାତ୍ରମାନେ ଖୁସି ପ୍ରକାଶ କରିଛନ୍ତି। ତେବେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍କୁଲର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଏସ୍‌ଓପି ଜାରି କରାଯାଇଛି। ତେବେ ଏସ୍‌ଓପି ଅନୁସାରେ ସ୍କୁଲର ପ୍ରାର୍ଥନା ସଭା ଓ ଖେଳ ଭଳି ସମସ୍ତ କାର୍ଯ୍ୟକ୍ରମ ଉପରେ କଟକଣା ଲଗାଯାଇଛି। ସମସ୍ତ ଛାତ୍ରଙ୍କୁ ମାସ୍କ ପିନ୍ଧିବା ଏବଂ କୋଭିଡ ଅନୁଯାୟୀ ସମସ୍ତ ନିମୟ ମାନିବାକୁ ପରାମର୍ଶ ଦିଆଯାଇଛି। ସମସ୍ତ ଛାତ୍ର, ଶିକ୍ଷକ ଏବଂ କର୍ମଚାରୀମାନେ କରୋନା ନିର୍ଦ୍ଦେଶାବଳୀ ପାଳନ କରିବା ବାଧ୍ୟତାମୂଳକ ବୋଲି ସ୍କୁଲର ଦାୟିତ୍ୱରେ ଥିବା ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ତେବେ ସ୍କୁଲ ଖୋଲିବା ପୂର୍ବରୁ ସମଗ୍ର କ୍ୟାମ୍ପସ ଓ ଶ୍ରେଣୀଗୃହକୁ ସଫା କରାଯିବ ସହ ସାନିଟାଇଜ୍‌ କରାଯାଇଛି। ଏହାପୂର୍ବରୁ ନଭେମ୍ବର ୨୦୨୧ରେ ମଧ୍ୟ ପ୍ରାଥମିକ ଏବଂ ମଧ୍ୟମ ବିଦ୍ୟାଳୟଗୁଡ଼ିକ କିଛି ଦିନ ପାଇଁ ଖୋଲାଯାଇଥିଲା କିନ୍ତୁ ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ବିଦ୍ୟାଳୟଗୁଡ଼ିକୁ ବନ୍ଦ କରିଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri