Posted inଜାତୀୟ

ହିମାଚଳର ସମସ୍ତ ଅନ୍ତର୍ଜାତୀୟ ସୀମା ସିଲ

ଚଣ୍ଡିଗଡ଼,୯ ।୫: ହିମାଚଳ ପ୍ରଦେଶର ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ହଠାତ୍ ରବିବାର ସମସ୍ତ ଅନ୍ତର୍ଜାତୀୟ ସୀମାକୁ ସିଲ୍ କରି ଦେଇଛନ୍ତି । ଏହାସହ ପୋଲିସକୁ ସବୁଠି ଚେକିଂ କରିବାକୁ କୁହାଯାଇଛି । ଡିଜିପି କହିଛନ୍ତି ରାଜ୍ୟକୁ ଆସୁଥିବା ସମସ୍ତ ଗାଡିକୁ ତନ୍ନତନ୍ନ କରି ଚେକ୍ କରାଯିବ । ଏହାସହ ପାଟ୍ରୋଲିଂକୁ ବି ବଢାଇ ଦିଆଯାଇଛି ।
ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ ଧର୍ମଶାଳାରେ ବିଧାନସଭା ଗେଟରେ ଖଲିସ୍ତାନୀ ପତାକା ଲାଗିଥିବାରୁ ସରକାର ଆକ୍ସନ ମୁଡକୁ ଚାଲି ଆସିଛନ୍ତି । ବିଧାନସଭା ପରିସରରେ ଥିବା ଗେଟ ଓ ପାଚେରିରେ ଖଲିସ୍ତାନ ସମର୍ଥକ ଚିତ୍ର ବି ଆଙ୍କିଛନ୍ତି । ଏହାପରେ ଅନ୍ତର୍ଜାତୀୟ ସୀମାରେ ସୁରକ୍ଷାକୁ ବଢାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri