Posted inଜାତୀୟ

ହିମାଚଳ ପ୍ରଦେଶ ମତଦାନକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା, ସିଏପିଏଫର ୬୭ କମ୍ପାନୀ, ୩୦ ହଜାର ଯବାନ ମୁତୟନ, ଏନଡିଆରଏଫ ବି ରଖିଛି ନଜର

ଶିମଲା,୧୨ ।୧୧: ହିମାଚଳ ପ୍ରଦେଶ ବିଧାନସଭାର ସମସ୍ତ ୬୮ ଆସନ ପାଇଁ ଶନିବାର ଭୋଟ ଗ୍ରହଣ ହେବାକୁ ଯାଉଛି । ଏହି ମତଦାନ ପ୍ରକ୍ରିୟାକୁ ସୁଚାରୁ ରୂପେ ତୁଲାଇବା ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ(ସିଏପିଏଫ)ର ୬୭ କମ୍ପାନୀ ଓ ୧୧, ୫୦୦ରୁ ଅଧିକ ରାଜ୍ୟ ପୋଲିସଙ୍କ ସମେତ ପ୍ରାୟ ୩୦,୦୦୦ ସୁରକ୍ଷା କର୍ମୀ ହିମାଚଳ ପ୍ରଦେଶରେ ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ମୁତୟନ ରହିଛନ୍ତି । ଏହା ବ୍ୟତୀତ ପ୍ରାୟ ୫୦,୦୦୦ ସରକାରୀ କର୍ମଚାରୀ ପୋଲିଂ ଡ୍ୟୁଟିରେ ଅଛନ୍ତି ।
ସୂଚନାଯୋଗ୍ୟ, ସାରା ରାଜ୍ୟରେ ଏଥିପାଇଁ ୭,୮୮୪ ମତଦାନ କେନ୍ଦ୍ର ସ୍ଥାପନ କରାଯାଇଛି । ଏଠାରେ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ରାଜ୍ୟର ୪୧୨ ଜଣ ପ୍ରାର୍ଥିଙ୍କ ଭାଗ୍ୟ ଶନିବାର ଇଭିଏମରେ ବନ୍ଦ ହୋଇଯିବ । ବିଧାନସଭା ନିର୍ବାଚନର ଫଳାଫଳ ୮ ଡିସେମ୍ବରରେ ଆସିବ । ରାଜ୍ୟରେ ମୋଟ ୫୫,୯୨,୮୨୮ ଭୋଟର ଥିବା ବେଳେ ଏମାନଙ୍କ ମଧ୍ୟରେ ୨୮.୫୪,୯୪୫ ପୁରୁଷ ଓ ୨୭,୩୭,୮୫ ମହିଳା ଭୋଟର ରହିଛନ୍ତି । ଏହା ବ୍ୟତୀତ ପ୍ରାୟ ୩୮ ଜଣ ଥାର୍ଡ ଜେଣ୍ଡର ବି ଭୋଟ ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri