Posted inଜାତୀୟ

ଶିମଲା ଭୂସ୍ଖଳନ: ଆଉ ୩ ଜଣଙ୍କ ମୃତଦେହ ଉଦ୍ଧାର, ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କର ମୃତ୍ୟୁ

ଶିମଲା,୧୫।୮: ସୋମବାର ରାଜଧାନୀ ଶିମଲାର ସମରାହିଲରେ ଘଟିଥିବା ଭୂସ୍ଖଳନ ହେତୁ ମାଟି ତଳେ ପୋତି ହୋଇଯାଇଥିବା ୮ଟି ମୃତଦେହକୁ ବାହାର କରାଯାଇଥିଲା। ତେବେ ମଙ୍ଗଳବାର ଏନଡିଆରଏଫ ଟିମ ଉଦ୍ଧାର କାର୍ଯ୍ୟକୁ ଆହୁରି ଜୋରଦାର କରିଛି। ମଙ୍ଗଳବାର ସକାଳେ ଆଉ ତିନୋଟି ମୃତଦେହକୁ ଉଦ୍ଧାର କରାଯାଇଛି। ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ସମରାହିଲରେ ବର୍ତ୍ତମାନ ମଧ୍ୟ ଅତିକମରେ ୨୦ଜଣ ପୋତି ହୋଇଥିବା କୁହାଯାଉଛି। କିନ୍ତୁ ଏହା ବ୍ୟତୀତ କେତେଗୁଡ଼ିଏ ଲୋକ ଭୂସ୍ଖଳନ ଦ୍ୱାରା ଆହତ ହୋଇଥିବା ଜଣା ପଡିନାହିଁ। ସ୍ଥାନୀୟ କାଉନସିଲର ଏହି ସୂଚନା ଦେଇଛନ୍ତି। ବର୍ତ୍ତମାନ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?